ବିଷମକଟକ ନିକଟରେ ଓଲଟିଲା ବସ୍, ୬ ଗୁରୁତର
ରାୟଗଡ଼ା: ବିଷମକଟକ ଥାନା ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଅନେକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬ଜଣ ଯାତ୍ରୀ ଗୁରୁତର ହୋଇପଡିଛନ୍ତି । ଚିକିତ୍ସା ପାଇଁ ସେମାନଙ୍କୁ ରାୟଗଡା ମେଡିକାଲରେ ଭର୍ତ୍ତି କରାଯାଇଛି ।
ରଘୁନାଥ ନାମକ ଏହି ବସଟି କଟକରୁ…