Latest Odisha News

BREAKING NEWS

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳି ବାମନ ବେଶ

"ଛଳୟସି ବିକ୍ରମଣେ ବଳିମଦଭୁତବାମନ, ପଦନଖନୀରଜନିତଜନପାବନ । କେଶବ ! ଧୃତ ବାମନ ରୂପ, ଜୟ ଜଗଦୀଶ ହରେ । " ଶ୍ରୀମନ୍ଦିରରେ ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଭଗବାନ ବାମନଙ୍କର ଜନ୍ମୋତ୍ସବ ଓ ଶ୍ରୀଜୀଉଙ୍କ ବଳି ବାମନ ବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜଗନ୍ନାଥ ହେଉଛନ୍ତି ସ୍ୱୟଂ ମହାବିଷ୍ଣୁ ।…

ସମ ହସ୍ପିଟାଲରେ ଖୁବ ଶୀଘ୍ର ହେବ କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷଣ

ଭୁବନେଶ୍ୱର: ଭାରତର ନିଜସ୍ୱ କୋଭିଡ-୧୯ ଟୀକା କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସମ ହସ୍ପିଟାଲରେ ଆରମ୍ବ ହେବ। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଆଇଏମଏସ ଓ ସମ ହସ୍ପିଟାଲରେ ଏ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି। ପ୍ରଥମ…

ଭୁବନେଶ୍ୱରରୁ ପୁଣି ୫୧୫ ପଜିଟିଭ ଚିହ୍ନଟ, ୧୦ ହଜାର ଟପିଲା ସଂକ୍ରମିତ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଂଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ପୁଣି ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୬୭ ୱାର୍ଡରୁ ୫୧୫ ପଜିଟିଭ ବାହାରିଛନ୍ତି । ଏଥିସହ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଟପିଛି । ଏନେଇ ବିଏମସି ସୂଚନା ଦେଇଛି । ଗତ ୨୪ ଘଣ୍ଟାରେ ବିଏମସିର ୪୬…

ପ୍ଲାଜମା ଥେରାପିରୁ ସୁସ୍ଥ ହେଲେ ୧୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗକୁ ଆଜି ଆଉ ଏକ ବଡ଼ ସଫଳତା ମିଳିଛି। ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସିତ ହେଉଥିବା ୧୦୪ ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ଲାଜମା ଦାନ କରିଥିବା ବ୍ୟକ୍ତିମାନଙ୍କୁ ଶୁଭେଚ୍ଛା ଜଣାଇଛି। ଏଥି ସହିତ…

ସୋମବାର ଦିନ ପଶ୍ଚିମବଙ୍ଗରେ ସଟଡାଉନ; ବାଧାପ୍ରାପ୍ତ ହେବ ଏହିସବୁ ଟ୍ରେନ୍ ସେବା

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୩୧ ତାରିଖରେ ପଶ୍ଚିମବଙ୍ଗରେ ସମ୍ପୂର୍ଣ୍ଣ ସଟଡାଉନ ଲାଗୁ ହେବ। ଯାହା ଫଳରେ ପୂର୍ବ ତଟ ରେଳପଥର ଅନେକ ଟ୍ରେନ ସେବା ପ୍ରଭାବିତ ହେବ। ଟ୍ରେନ ସେବା ନିମ୍ନ ମତେ ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯିବ- ବାତିଲ ହେଉଥିବା ଟ୍ରେନ: ଯଶୋବନ୍ତପୁରରୁ…

ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ବନ୍ୟାଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । ବନ୍ୟା ଅଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହାସହ ଏବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କଡା ଜବାବ ଦେଲେ ଜୟଶଙ୍କର

ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଦେଲେ କଡା ଜବାବ । ଇମ୍ରାନ ଖାନ୍‌ଙ୍କ ଟିପ୍ପଣୀ ଉପରେ ଜୟଶଙ୍କର ତାଙ୍କୁ କଡା ଭାଷାରେ ସମାଲୋଚନା କରିଛନ୍ତି । ସେ କହିଛନ୍ତି, ଭାରତ କାହା ସହିତ ମିଶି କିମ୍ଵା କାହାରି ଇସାରାରେ କାମ କରେ…

ପୋଲିସ ଗାଡିକୁ ଧରିଲା ପୋଲିସ

ସମ୍ବଲପୁର: ବଦନାମ୍ ହେଲା ବର୍ଦି । ପୋଳିସ ଗାଡିକୁ ଗୋଡେଇ ଧରିଲା ପୋଲିସ । ପୋଲିସ ଗାଡିରେ ହେଉଥିଲା ଗଂଜେଇ ଚାଲାଣ । ଏତିକି ବେଳେ ଝାରସୁଗୁଡା ରାମପଦା ଛକରେ ରେଙ୍ଗାଳି ପୋଲିସ ଗଂଜେଇ ଚାଲାଣ ହେଉଥିବା ଗାଡିକୁ ଜବତ କରିଛି । ଏଥିରୁ ୨୧ କେଜି ଗଂଜେଇ ଜବତ ହୋଇଛି । ଜବତ ଗାଡିଟି ଜିଆର୍‌ପି…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୫୧୯ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୫୧୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୨୫୧୯ ଜଣଙ୍କ ମଧ୍ୟରୁ ୪୧୯ ଜଣ ଖୋର୍ଦ୍ଧା, ୨୧୬ ଜଣ ଗଞ୍ଜାମରୁ, ୨୧୦ ଜଣ ପୁରୀରୁ, ୨୦୫ ଜଣ ରାୟଗଡାରୁ,…

ସେଟ୍‌କୁ ଫେରିଲେ ବିଗ୍-ବି, ଆସିଲା ‘କେବିସି-୧୨’ର ପ୍ରୋମୋ, ଦେଖନ୍ତୁ ଭିଡିଓ

ମୁୁମ୍ବାଇ: ରିଲିଜ ହୋଇଛି ବହୁ ପ୍ରତିକ୍ଷିତ କୁଇଜ୍ ଶୋ’ କେବିସି ସିଜନ-୧୨ର ପ୍ରୋମୋ । ଏହି ପ୍ରମୋରେ ବିଗ୍ ବି ଅମିତାଭ ବଚ୍ଚନ ଶୋ’ର ପ୍ରଥମ ପ୍ରତିଯୋଗୀଙ୍କ ସହ ନଜର ଆସିଛନ୍ତି । କରୋନାକୁ ମାତ୍ ଦେବା ପରେ ଏହା ହେଉଛି ବିଗ୍ ବିଙ୍କ ପ୍ରଥମ ଟିଭି ଶୋ’ । ଏହି ପ୍ରୋମୋରେ ଅମିତାଭ ବଚ୍ଚନ ଶୋ’ର…