Latest Odisha News

BREAKING NEWS

ରିୟା ଚକ୍ରବର୍ତ୍ତୀଙ୍କୁ ସାଢ଼େ ୧୦ ଘଣ୍ଟା ଘାଣ୍ଟିଲା ସିବିଆଇ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମାରାଥନ୍ ଜେରା କରିଛି ସିବିଆଇ । ଗତକାଲି ପ୍ରଥମ ଦିନରେ ସାଢ଼େ ୧୦ ଘଣ୍ଟା ଧରି ଜେରା ହୋଇଥିଲା । ରାତି ୯ଟା ବେଳେ ମୁମ୍ବାଇ ସ୍ଥିତ ଡିଆରଡିଓ ଗେଷ୍ଟ ହାଉସରୁ ବାହାରିଥିଲେ ରିୟା ଚକ୍ରବର୍ତ୍ତୀ ।…

ହୀରାକୁଦ ଡ୍ୟାମର ୪୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ୪୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଏହା ମଧ୍ୟକୁ ସେକେଣ୍ଡ ପିଛା ୮ ଲକ୍ଷ ୫୩ ହଜାର ୨୯ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ପାଖାପାଖି ସେକେଣ୍ଡ ପିଛା ୬ ଲକ୍ଷ ୯୪ ହଜାର…

ବନ୍ୟାରେ ୧୦ ଜିଲ୍ଲାର ୩୯ଟି ବ୍ଲକ ପ୍ରଭାବିତ, ପାଣି ଘେରରେ ୫୫୧ଟି ଗାଁ

ଭୁବନେଶ୍ୱର: ଲଘୁଚାପ ଜନିତ ବର୍ଷା ଓ ପରବର୍ତ୍ତୀ ବନ୍ୟାରେ ରାଜ୍ୟର ୧୦ଟି ଜିଲ୍ଲା ପ୍ରଭାବିତ ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗିର, ବାଲେଶ୍ୱର, ବୌଦ୍ଧ, କଟକ, ଯାଜପୁର, ଢେଙ୍କାନାଳ, ନୂଆପଡ଼ା, ଦେବଗଡ଼ ଓ ସୋନପୁର । କ୍ଷତିଗ୍ରସ୍ତ ହୋଇଛି ୩୯ଟି ବ୍ଲକର ୯୯୭ଟି ଗାଁ । ବର୍ଷା…

କରୋନା : ଏକ ପ୍ରେମ କବିତା

ମନୋଜ ରଥ ମୁଁ ନିଆଁ ହୁଏଁ କି ଜହ୍ନ ଏକୁଟିଆ ଜଳେଁ କେବେ ଛାତି ରେ କେବେ ରାତିରେ l ମୋର ସବୁ ସମାପ୍ତି ରେ ତମେ ପୁନଃ ଆରଂଭ ମୋର ସବୁ ଅପ୍ରାପ୍ତି ରେ ତମେ ପୁନଃ ପ୍ରାରମ୍ଭ l ଚଳ ପ୍ରଚଳ ପୃଥ୍ୱୀରୁ ଆଜି ବେଦଖଲ୍ ମୋର ସବୁ ଯୁକ୍ତିଯୁକ୍ତ ଦାବୀ ବିଚାରକ ନିଜେ ଇ ବଂଦୀ ନିଜ…

ଓଡିଶାରେ ଟେଲିକମ୍ କ୍ଷେତ୍ରର ମୋଟ ରାଜସ୍ୱ ଆୟରେ ୫୦%ରୁ ଅଧିକ ବଜାର ଅଂଶ ହାସଲ କଲା ରିଲାଏନ୍ସ ଜିଓ : ଟ୍ରାଇ ରିପୋର୍ଟ

-ମୋଟ ରାଜସ୍ୱ ଆୟରେ ଜିଓ ୫୦% ବଜାର ଅଂଶ ହାସଲ କରିଥିବା ଭାରତର ଦୁଇଟି ରାଜ୍ୟ ମଧ୍ୟରେ ଓଡ଼ିଶା ଅନ୍ୟତମ ଭୁବନେଶ୍ୱର: ଓଡ଼ିଶାରେ ସବୁଠାରୁ ପସନ୍ଦଯୋଗ୍ୟ ମୋବାଇଲ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ରାଜ୍ୟରେ ପ୍ରଥମ ଦୂରସଂଚାର ଅପରେଟର ଭାବରେ ମୋଟ ରାଜସ୍ୱ କ୍ଷେତ୍ରରେ ୫୦%ରୁ ଅଧିକ ବଜାର ଅଂଶ…

କରୋନାରେ ମୃତ୍ୟୁବରଣ କଲେ କଂଗ୍ରେସ ସାଂସଦ ଏଚ୍‌. ବସନ୍ତ କୁମାର

ଚେନ୍ନାଇ: କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା କଂଗ୍ରେସ ସାଂସଦ ଏଚ୍‌. ବସନ୍ତ କୁମାରଙ୍କର ଆଜି ଆପୋଲୋ ହସ୍ପିଟାଲରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବସନ୍ତଙ୍କୁ ଗତ ୧୦ ତାରିଖରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ଆଜି ତିନି ସହଯୋଗୀଙ୍କ ହେଲା ଲାଇ ଡେଟେକସନ ଟେଷ୍ଟ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଜି ତାଙ୍କ ତିନି ସହଯୋଗୀ ପପୁ, ବିକାଶ ଓ ଦୀପକଙ୍କର ଲାଇ ଡିଟେକସନ ଟେଷ୍ଟ ହୋଇଛି । ସେମାନଙ୍କୁ ୪୦ ରୁ ଗୁଡାଇ ତୁଡାଇରୁ ୪୦ରୁ ଅଧିକ ପ୍ରଶ୍ନ ପଚରା ଯାଇଥିବା ଜଣାପଡିଛି । ଭୁବନେଶ୍ୱର ଫୋରେନ୍ସିକ ଲ୍ୟାବୋରୋଟୋରୀରେ କରାଯାଇଥିବା ଏହି…

ରେସଲର ଭିନେଶ ଫୋଗଟଙ୍କୁ କରୋନା

ନୂଆଦିଲ୍ଲୀ: ଭାରତର ଷ୍ଟାର ରେସଲର ଭିନେଶ ଫୋଗଟ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି । ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଭିନେଶଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ଗଣମାଧ୍ୟମକୁ ଏ ସମ୍ପର୍କରେ ଜଣାଇଥିଲେ । ସେପ୍ଟେମ୍ବର ୧ରୁ ଅଲିମ୍ପିକ ପାଇଁ ନ୍ୟାଶନାଲ…

ମୌସୁମୀ ଅଧିବେଶନର ୭୨ ଘଣ୍ଟା ପୂର୍ବରୁ ସାଂସଦଙ୍କ ହେବ କରୋନା ଟେଷ୍ଟ

ନୂଆଦିଲ୍ଲୀ: ମୌସୁମୀ ଅଧିବେଶନ ଆରମ୍ଭ ହେବାର ୭୨ ଘଣ୍ଟା ପୂର୍ବରୁ ସାଂସଦ ମାନେ କରୋନା ପରୀକ୍ଷା କରାଇବା ଲାଗି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଅନୁରୋଧ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ କୋଭିଡ-୧୯ ଟେଷ୍ଟ କରିବା ପାଇଁ ପାର୍ଲିଆମେଣ୍ଟ…

ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର : ଚଳିତ ବର୍ଷ ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ଆସିବା ଓ ରହିବା ବ୍ୟବସ୍ଥା କରିବେ ସରକାର । ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । ରାଜ୍ୟର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସରକାର ଏପରି ସୁବିଧା…