ଚାଲାଣ ଥିଲେ ପଲ୍ୟୁସନ ସାର୍ଟିଫିକେଟ ନ ମିଳିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ବେଆଇନ;ବିଜୁ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ…
ଭୁବନେଶ୍ୱର: ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟକୁ ନେଇ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ଦହଗଞ୍ଜର ଶିକାର ହେଉଛନ୍ତି । ସରକାରଙ୍କ ଏହି ଆକ୍ରୋଶମୂଳକ ପଦକ୍ଷେପକୁ ନେଇ ରାଜ୍ୟବାସୀଙ୍କ ମନରେ ସରକାରଙ୍କ ବିରୋଧରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।…