Latest Odisha News

BREAKING NEWS

ରାଜଧାନୀରେ ହୁତୁହୁତୁ ହୋଇ ଜଳିଲା କାର..

ଭୁବନେଶ୍ୱର: ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଜୟଦୁର୍ଗା ନଗର ଅଞ୍ଚଳରେ ପାର୍କିଂ ହୋଇଥିବା ଏକ କାର ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ଜଳିଯାଇଛି। ସ୍ଥାନୀୟ ଲୋକଙ୍କ ଅନୁଯାୟୀ, ଗତକାଲି ରାତିରେ କୌଣସି କାରଣବଶତଃ ହଠାତ୍ କାରଟି ଜଳିଯାଇଥିଲା। ସୂଚନା ପାଇ ଅଗ୍ନିଶମ ବାହିନୀର…

ଆଇଫେଲ୍ ଟାୱାର ବନ୍ଦ: ଫ୍ରାନ୍ସରେ ହଙ୍ଗାମା

ପ୍ୟାରିସ୍ : ଫ୍ରାନ୍ସର ରାଜଧାନୀ ପ୍ୟାରିସ୍‌ସ୍ଥିତ ବିଶ୍ୱପ୍ରସିଦ୍ଧ ଆଇଫେଲ୍ ଟାୱାରରେ ଏକ ବଡ଼ ବିବାଦ ଦେଖାଦେଇଛି। ଏକ ହିନ୍ଦୁ ସାଂସ୍କୃତିକ ଓ ଧାର୍ମିକ ସଂଗଠନର ଗସ୍ତ ସମୟରେ ମହିଳା କର୍ମଚାରୀଙ୍କୁ କାର୍ଯ୍ୟରୁ ଦୂରେଇ ରଖାଯାଇଥିବା ଅଭିଯୋଗ କରି କର୍ମଚାରୀମାନେ ଧର୍ମଘଟ କରିଛନ୍ତି, ଯାହା…

OMVD କନଷ୍ଟେବଳ ଆଶୁତୋଷ ମୃଦଙ୍ଗିଆ ହତ୍ୟା ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଓଏମଭିଡି କନଷ୍ଟେବଳ ଆଶୁତୋଷ ମୃଦଙ୍ଗିଆଙ୍କ ହତ୍ୟା ଅଭିଯୋଗର ପୋଲିସ ତଦନ୍ତରେ ଓଡ଼ିଶା ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହିତ ଏହି ମାମଲାର ଅଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ଭଉଣୀ ପୋଲିସ ତଦନ୍ତରେ…

ଚଦ୍ର ଆମର: କାହିଁକି ଏପରି ଦାବି କଲେ ଟ୍ରମ୍ପ…

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ସୋସିଆଲ ମିଡିଆ ପୋଷ୍ଟ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏଥର ଏହି ପ୍ରସଙ୍ଗ ହ୍ରଦ କିମ୍ବା କ୍ଷେତ୍ରର ନାମ ପରିବର୍ତ୍ତନ କରିବା ନୁହେଁ ବରଂ ସିଧାସଳଖ ଚନ୍ଦ୍ର କଥା ଉଠାଇଛନ୍ତି। ଟ୍ରମ୍ପ ଟ୍ରୁଥ୍ ସୋସିଆଲରେ ଚନ୍ଦ୍ରର ଏକ…

ବଦଳିଲା ନିୟମ; ଏଣିକି ୨୫ ଦିନରେ କରିପାରିବେ ଗ୍ୟାସ ବୁକିଂ 

ନୂଆଦିଲ୍ଲୀ: କେନ୍ଦ୍ର ସରକାର ସାରା ଦେଶରେ ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ଉଭୟ କ୍ଷେତ୍ରରେ ଗ୍ୟାସ ସିଲିଣ୍ଡର ରିଫିଲ୍ ବୁକ୍ କରିବା ମଧ୍ୟରେ ଏବେ ୨୫ ଦିନର ବ୍ୟବଧାନ ନେଇ ଘୋଷଣା କରିଛନ୍ତି। କେନ୍ଦ୍ର ପେଟ୍ରୋଲିୟମ୍ ଏବଂ…

ପୁଣି ଟଙ୍କପାଣି ବ୍ରିଜ୍‌ରୁ ନଦୀକୁ ଡେଇଁଲେ ଯୁବକ

ଭୁବନେଶ୍ୱର: ସୋମବାର ରାତିରେ ଭୁବନେଶ୍ୱରର ଟଙ୍କପାଣି ସେତୁରୁ ଜଣେ ଯୁବକ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ନିଖୋଜ ଯୁବକଙ୍କ ନାମ ସଞ୍ଜୟ ସ୍ୱାଇଁ ବୋଲି ଚିହ୍ନଟ କରାଯାଇଛି, ସେ ପୁରୁଣା ଭୁବନେଶ୍ୱରର ହରଚଣ୍ଡି ସାହିର ବାସିନ୍ଦା। ସଞ୍ଜୟ ରାତି…

Odisha Cabinet:ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବକୁ ଅନୁମୋଦନ; ସମୃଦ୍ଧ ଓଡିଶା ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ବର:ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର । ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା (ପେନସନ) ନିୟମାବଳୀ,…

ଓଡ଼ିଶାକୁ ଏବେ ମିଳିବେନି ନୂଆ ଡିଜିପି! ୟୁପିଏସସି ପ୍ୟାନେଲ୍ ପ୍ରସ୍ତୁତି ଉପରେ କଟକଣା ଜାରି ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ତଥା ସ୍ଥାୟୀ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତିକୁ ନେଇ ଲାଗି ରହିଥିବା ସସପେନ୍ସ ଏବେ ଆହୁରି ବଢ଼ିଛି। ରାଜ୍ୟ ସରକାରଙ୍କ ଡିଜିପି ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାର ଗୁରୁତ୍ୱପୂର୍ଣ୍ଣ ଶୁଣାଣିକୁ…

ଆଧୁନିକ ଟ୍ରକ୍ ଟର୍ମିନାଲ୍ ନିମନ୍ତେ ଓଡ଼ିଶା ଓ IOCL ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର:ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ସହ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜପଥ ପାର୍ଶ୍ୱରେ ନିର୍ମାଣ…

Odisha CM to Visit UAE:ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଦିନିଆ UAE ଗସ୍ତ;ପୁଞ୍ଜି ଆକର୍ଷଣ ପାଇଁ ନିବେଶକ ଓ ଶିଳ୍ପପତିଙ୍କ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଠାରୁ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସକୁ ପାଞ୍ଚ ଦିନିଆ ଗସ୍ତରେ ଯିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା କରିବେ । ଏହାସହିତ ପ୍ରବାସୀ…