କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ କୋରାପୁଟରେ ଏକ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ (ଏସଏଲଏନ୍) ରେ ଏହାର ଶୁଭାରମ୍ଭ କରିଛନ୍ତି । ତେବେ…