Latest Odisha News

BREAKING NEWS

ହସ୍ପିଟାଲରେ ଭର୍ତ୍ତି ହେଲେ ରଣଦୀପ ହୁଡ୍ଡା !

ମୁମ୍ବାଇ: ଭର୍ସାଟାଇଲ୍ ଆକ୍ଟର ରଣଦୀପ ହୁଡ୍ଡା ଏବେ ହସ୍ପିଟାଲରେ । ଆଜି ସକାଳେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଅନେକ ଲୋକ କରୋନା ସହ ରଣଦୀପଙ୍କୁ ଯୋଡିଥିଲାବେଳେ ସେ କିନ୍ତୁ ଏକ ଭିନ୍ନ କାରଣ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।…

ଦାଉଦ କବଳରୁ ମୁକୁଳିବାକୁ ଚାହୁଁଛି ପାକିସ୍ତାନ ସରକାର, ଆର୍ମିକୁ ଦେଶ ବାହାରେ ଶୁଟ କରିବା ଦାୟିତ୍ୱ !

ଲାହୋର: ଦାଉଦ ଇବ୍ରାହିମ ବର୍ତମାନ ପାକିସ୍ତାନ ପାଇଁ ମୁଣ୍ଡ ବ୍ୟାଥାର କାରଣ ପାଲଟିଛି । ଇମ୍ରାନ ଖାଁ ସରକାର ଦାଉଦ କବଳରୁ ମୁକୁଳିବାକୁ ଚାହୁଁଥିବା ବେଳେ ଆର୍ମି ତାଙ୍କୁ ଦେଶ ବାହାରେ ଗୁଳି କରିବା ପାଇଁ ଯୋଜନା କରୁଛି । ଅକ୍ଟୋବରରେ ପାକିସ୍ତାନକୁ ଏଫଟିଏଫ ସାମ୍ନାରେ ଆତଙ୍କବାଦୀ ବିରୋଧରେ…

ପୂଜା ଛୁଟି ଯାଏଁ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ, କଲେଜ । ପୂଜା ଛୁଟି ପର‌୍ୟ୍ୟନ୍ତ ବନ୍ଦ ରହିବ ସ୍କୁଲ, କଲେଜ । କୋଭିଡ ସ୍ଥିିିତିର ସମୀକ୍ଷା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି…

ଏଣିକି ଫାଷ୍ଟ ଟ୍ୟାଗ ଥିଲେ ଟୋଲ ପ୍ଲାଜାରେ ମିଳିବ ରିହାତି

ନୂଆଦିଲ୍ଳୀ: ଚାରି ଚକିଆ ଗାଡି ଚାଳକଙ୍କ ପାଇଁ ଖୁସି ଖବର । ଏଣିକି ଫାଷ୍ଟ ଟ୍ୟାଗ ଥିଲେ ରାଜପଥର ଟୋଲ୍ ଗେଟ୍‌ରେ ମିଳିବ ରିହାତି । ଏନେଇ ମଙ୍ଗଳବାର କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ସଡକ ପରିବହନ ଏବଂ ରାଜମାର୍ଗ ମନ୍ତ୍ରାଳୟ ମଙ୍ଗଳବାର ଦିନ ଜାତୀୟ ରାଜପଥ ଶୁଳ୍କ ନିୟମ…

ସୁସ୍ଥତାରେ ଭାଙ୍ଗିଲା ସବୁ ରେକର୍ଡ, ଆଜି ଆରୋଗ୍ୟ ହେଲେ ୩୩୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଲଗାତର ତୃତୀୟ ଦିନ ପାଇଁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ପୁଣି ଗୋଟିଏ ଦିନରେ ସର୍ବାଧିକ ୩୩୪୩ ଜଣ ଆରୋଗ୍ୟ ଲାଭ କରି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୨୮୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ…

ବିଏମ୍‌ସିରୁ ବାହାରିଲେ ପୁଣି ୩୩୦ ପଜିଟିଭ

ଭୁବନେଶ୍ୱର: ବିପଦରେ ରାଜଧାନୀ ଭୁବନେଶ୍ୱର । ଦିନକୁ ଏଠି ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ଭୁବନେଶ୍ୱର ମହାନଗର ନିଗମରୁ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । Update on newly detected & cured #COVID19 cases in the last 24 hrs under the…

NEET-JEE ପରୀକ୍ଷାକୁ ବିରୋଧ, ସୁପ୍ରିମକୋର୍ଟ ଯିବେ ୭ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି କରୋନା । କରୋନା ସଙ୍କଟ ମଧ୍ୟରେ ଆସନ୍ତା ସେପ୍ଟେମ୍ବରରେ ଜେଇଇ ଓ ନିଟ୍ ପରୀକ୍ଷା କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏହାକୁ ବିଭିନ୍ନ ମହଲରେ ବିରୋଧ କରାଯାଉଛି । ଏହାରି ଭିତରେ ବୁଧବାର ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏକାଠି ହୋଇ…

ମାଟି ତଳୁ ମିଳିଲା ୧୫୦୦ ମାନବ ହାଡ !

ଭୁବନେଶ୍ୱର: ଖନନ ପ୍ରକ୍ରିୟାରେ ମାଟି ତଳୁ ମିଳିଲା ଶହଶହ ମାନବ ହାଡ । ମିଳିଥିବା କଙ୍କାଳଗୁଡିକ ୧୬୦ ବର୍ଷ ପୁରୁଣା ବୋଲି ସୂଚନା ମିଳିଛି । ତେବେ କେଉଁଠି ମିଳିଛି ଏତେ ସଂଖ୍ୟାର ମାନବ କଙ୍କାଳ ? ପଶ୍ଚିମ ଜାପାନର ଓସାକା ସହରରେ ମିଳିଛି ୧୫୦୦ ମାନବ ହାଡ । ବିଶେଷଜ୍ଞଙ୍କ ଅନୁଯାୟୀ…

ଗଣିତ ଖେଳ ୧: ସାତ ଖଣ୍ଡରେ ଶହେ ଆକାର

ମାତ୍ର ୭ଖଣ୍ଡ ଜ୍ୟାମିତିକ ଆକାର, ଆଉ ତାକୁ ଯୋଡି ସେଥିରୁ ତିଆରି କରିହେବ ଶହ ଶହ ପ୍ରକାର ଚିତ୍ର । ୨ଖଣ୍ଡ ବଡ ସମକୋଣୀ ତ୍ରିଭୂଜ, ୧ଖଣ୍ଡ ମଝି ଆକାରର ସମକୋଣୀ ତ୍ରିଭୂଜ, ୨ଖଣ୍ଡ ଛୋଟ ସମକୋଣୀ ତ୍ରିଭୂଜ, ୧ଖଣ୍ଡ ବର୍ଗାକାର ଏବଂ ଖଣ୍ଡିଏ ଠିକିରି ଆକାର, ଏତିକିରୁ ଏତେ ପ୍ରକାର ଚିତ୍ର ବନାଇ ହେବ ଯେ…

ସୁଶାନ୍ତଙ୍କୁ ଡ୍ରଗ୍ସ ଦିଆ ଯାଉଥିଲା, ରିୟା ଷଡଯନ୍ତ୍ର କରୁଥିଲେ !

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ କେସ୍‌ରେ ପ୍ରତ୍ୟେକ ଦିନ ନୂତନ ତଥ୍ୟ ମିଳୁଛି । ସିବିଆଇ ଜୋରସୋରରେ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିବା ପରେ ରିୟା ଚକ୍ରବର୍ତିଙ୍କ ଆଡକୁ ସନ୍ଦେହ ଯାଉଛି । ବୁଧବାର ସୁଶାନ୍ତଙ୍କୁ ଡ୍ରଗ୍ସ ଦିଆ ଯାଉଥିଲା ବୋଲି ରିପୋର୍ଟ ପ୍ରକାଶ ପାଇଛି । ରିୟା ଚକ୍ରବର୍ତିଙ୍କ…