ଆଉ ୬୭ ହଜାର ନୂଆ ଆକ୍ରାନ୍ତଙ୍କ ସହ ଦେଶରେ ୩୨ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଛୁଇଁବ ୬୦ ହଜାର
ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…