Latest Odisha News

BREAKING NEWS

ଭୁବନେଶ୍ୱରରେ ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ

ଭୁବନେଶ୍ୱର: ପଟିଆ-ଭୁବନେଶ୍ୱର ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ଏହାର ଟ୍ରାନ୍ସପୋର୍ଟ ପ୍ରଭାଗ ଦ୍ୱାରା ସ୍ଥାନୀୟ ପଟିଆ ସେବା କେନ୍ଦ୍ରଠାରେ ଜାତୀୟ ସଡକ ସୁରକ୍ଷା ମାସ ପାଳନ କରିଛି । ଏହି ଅବସରରେ “ସଡକ ସୁରକ୍ଷା ଓ ସାମାଜିକ ଦାୟିତ୍ୱ” ଶୀର୍ଷକ ଏକ ଆଲୋଚନାଚକ୍ର ଆୟୋଜନ…

ଯୁଦ୍ଧର ୨୦ ବର୍ଷ ପରେ ନୂଆ ଆରମ୍ଭକୁ ଅପେକ୍ଷା କରିଛି କାର୍ଗିଲ୍

କାର୍ଗିଲ: ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା କାର୍ଗିଲ୍ ଯୁଦ୍ଧକୁ ୨୦ ବର୍ଷରୁ ଅଧିକ ସମୟ ବିତିଗଲାଣି । ୨୦ ବର୍ଷ ମଧ୍ୟରେ ବଦଳିଛି କାର୍ଗିଲର ଚିତ୍ର । ନୂଆ କରି ହୋଇଥିବା ଲଦାଖ କେନ୍ଦ୍ରଶାସିତ ଅଞ୍ଚଳର ଅଂଶ ହେଉଛି କାର୍ଗିଲ୍ । ବିବାଦ, ଲ୍ୟାଣ୍ଡମାଇନ୍ ଭୟକୁ ପଛରେ ପକାଇ ପର୍ଯ୍ୟଟକଙ୍କୁ…

ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇବେ ଓଡ଼ିଶାର ଅନ୍ୱେଷ ଶୁଭମ୍ ପ୍ରଧାନ

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିବେ । ଚଳିତବର୍ଷ ଦେଶର ୨୧ଟି ଜିଲାରୁ ୩୨ ଶିଶୁ ମନୋନୀତ ହୋଇଛନ୍ତି । ଶିକ୍ଷା, କ୍ରୀଡ଼ା, କଳା ଓ ସଂସ୍କୃତି, ସମାଜସେବା ଓ ସାହସିକତା କ୍ଷେତ୍ରରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ ।…

ଆଜିଠୁ ଆହୁରି ସହଜ ହେଲା ଜଗା ଦର୍ଶନ: କମିଲା ବ୍ୟାରିକେଡ୍ ଦୂରତା

ପୁରୀ: ଆଜିଠାରୁ ପୁଣି ଥରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଦର୍ଶନ । ଗତକାଲି ଶ୍ରୀମନ୍ଦିରକୁ ସାନିଟାଇଜ୍ କରାଯାଇଥିଲା । ଆଜି ସକାଳୁ ସୁରୁଖୁରରେ ମହାପ୍ରଭୁଙ୍କ ଦର୍ଶ କରୁଛନ୍ତି ଶ୍ରଦ୍ଧାଳୁ । କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ ଦରକାର ହେଉ ନଥିବା ବେଳେ ଆଜିଠାରୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ…

ଆଜି ବିଜେଡି ସଂସଦୀୟ ଦଳ ବୈଠକ, ବଜେଟ ଅଧିବେଶନ ନେଇ ଚୁଡ଼ାନ୍ତ ହେବ ରଣନୀତି

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ । ତାପୂର୍ବରୁ ଆଜି ବସୁଛି ବିଜେଡି ସଂସଦୀୟ ଦଳ ବୈଠକ । ସନ୍ଧ୍ୟାରେ ଭିଡିଓ କନଫରେନ୍ସିଂରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସୁଛି । ଲୋକସଭା ଓ ରାଜ୍ୟସଭା ସାଂସଦଙ୍କ ଅଲଗା ଅଲଗା ବୈଠକ…

ଆଜି ଜାତୀୟ ମତଦାନ ଦିବସ

ନୂଆଦିଲ୍ଲୀ : ଆଜି ଜାତୀୟ ଭୋଟର ଦିବସ। ଦେଶବ୍ୟାପୀ ପାଳନ ହେଉଛି ନବମ ଜାତୀୟ ମତଦାନ ଦିବସ। ଏହି ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । କୋଭିଡ କଟକଣାରେ କାର୍ଯ୍ୟକ୍ରମ କରିବାକୁ ଏସଓପି ଜାରି ହୋଇଛି । ଆଜି ନୂଆ ଭୋଟରମାନଙ୍କୁ ଫଟୋ ପରିଚୟ ପତ୍ର ବଣ୍ଟନ କରାଯିବ । ଦିଲ୍ଲୀ…

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯାତନା ଅଭିଯୋଗର ସିବିଆଇ ତଦନ୍ତ ନିର୍ଦ୍ଦେଶ

ଥିରୁଭନନ୍ତପୁରମ: କଂଗ୍ରେସର ବରିଷ୍ଠ ନେତା ତଥା କେରଳ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମେନ ଚାଣ୍ଡି ଓ ବରିଷ୍ଠ କଂଗ୍ରେସ ନେତା କେ.ସି. ବେଣୁଗୋପାଳଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ହୋଇଛି। କେରଳ ସୋଲାର ସ୍କାମର ମୁଖ୍ୟ ଅଭିଯୁକ୍ତ ସରିତା ଏସ୍ ନାୟାର ଏହି ଅଭିଯୋଗ ଆଣିବା ପରେ କେରଳ ସରକାର ଘଟଣାର…

ବାହାହେଲେ ବରୁଣ ଧୱନ ଓ ନତାଶା ଦଲାଲ, ଦେଖନ୍ତୁ ବିବାହର ପ୍ରଥମ ଫଟୋ

ଅଲିବାଗ : ପିଲାଦିନର ସାଙ୍ଗ ବରୁଣ ଧୱନ ଓ ନତାଶା ଦଲାଲ ହିନ୍ଦୁ ରୀତିନୀତି ଅନୁସାରେ ବିବାହ କରିଛନ୍ତି । ଦ ମ୍ୟାନସନ୍ ହାଉସରେ ଦୁହିଁଙ୍କ ବାହାଘର ହୋଇଛି । ବାହାଘରରେ ବରୁଣ ଧୱନ ଜଣାଶୁଣା ଫ୍ୟାସନ୍ ଡିଜାଇନର ମନୀଷଙ୍କ ଦ୍ୱାରା ଡିଜାଇନ୍ ସ୍ୱତନ୍ତ୍ର ଶେରୱାନିରେ ନଜର ଆସିଥିଲେ । ଅନ୍ୟପଟେ…

ଡିଜିଟାଲ ହେବ ଭୋଟର ପରିଚୟ ପତ୍ର

ନୂଆଦିଲ୍ଲୀ : ଏଣିକି ଭୋଟର ପରିଚୟ ପତ୍ରର ଇଲେକ୍ଟ୍ରୋନିକ୍ ସଂସ୍କରଣର ସୋମବାର ଶୁଭାରମ୍ଭ ହେବ । ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହାର ଶୁଭାରମ୍ଭ କରିବେ । ଏହାସହ ପାଞ୍ଚ ନୂତନ ମତଦାତାଙ୍କୁ ଇ-କପିକ ଓ ନିର୍ବାଚକ ଫଟୋ ପରିଚୟ ପତ୍ର ବିତରଣ କରିବେ । ଏହି ଡିଜିଟାଲ ଆଇଡି କାର୍ଡକୁ ମୋବାଇଲ…

ଜାଣନ୍ତୁ , କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୨୫-୧-୨୦୨୧ ରିଖ ସୋମବାର ଆଜିର ମହତ୍ତ୍ଵ ଆଜି ୨୦୨୧ ମସିହା ଜାନୁଆରୀ ତା ୨୫ ରିଖ ସୋମବାର ମକର ୧୨ ଦିନ ପୌଷ ମାସ ଶୁଳ୍କ ପକ୍ଷ ଦ୍ୱାଦଶୀ ତିଥି ମୃଗଶିରା ନକ୍ଷତ୍ର ବୃଷ ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଘାତ ଚନ୍ଦ୍ର-: ବିଛା ରାଶି ପୁରୁଷଙ୍କର ଆଜିର ନିଷେଧ…