Latest Odisha News

BREAKING NEWS

ପରଲୋକରେ ଶିକ୍ଷାବିତ ହୀରକ ପ୍ରାମାଣିକ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ ଓ ଲେଖକ ହୀରକ୍ କୁମାର ପ୍ରାମାଣିକ ଆଉ ନାହାନ୍ତି। ଗତ ଶୁକ୍ରବାର ତାଙ୍କର ପରଲୋକ ହୋଇଛି। ଓଡ଼ିଆ ବିଭାଗର ପ୍ରାଧ୍ୟାପକ ଭାବରେ ଅନେକ ସରକାରୀ କଲେଜରେ କାର୍ଯ୍ୟ କରିବା ପରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବଦ୍ୟାଳୟରୁ ସେ ଅବସର ଗ୍ରହଣ କରିଥିଲେ। ଗତ କିଛି ଦିନ…

ସୁର ଭାଙ୍ଗିଲେ କୋଭିଡ ନିୟମ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରତ୍ୟେକ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପ୍ରଶାସନ ପକ୍ଷରୁ ଜନସାଧାରଣ ସଚେତନ ରହିବା ପାଇଁ ବାରମ୍ବାର ନିବେଦନ କରାଯାଉଛି । ରାଜ୍ୟ ସରକାର, ପୋଲିସ୍ ଓ ସ୍ୱାସ୍ଥ୍ୟ ବିଭାଗ ସମସ୍ତେ କୋଭିଡ ନିୟମ ପାଳନ ଓ ସାମାଜିକ ଦୂରତା ରକ୍ଷା କରିବା…

ଓଡ଼ିଶାରେ ୧ଲକ୍ଷ କୋଟି ଟଙ୍କା ନିବେଶ କରିବ ଜେଏସ୍‌ଡବ୍ଲୁ

ଭୁବନେଶ୍ୱର: ଖୁବଶୀଘ୍ର ଜଗତସିଂହପୁରରେ ଜେଏସଡ଼ବ୍ଲୁ ଇସ୍ପାତ ପ୍ରକଳ୍ପ କାମ ଆରମ୍ଭ ହେବ । ଜଗତସିଂହପୁରରେ ୧୨ ନିୟୁତ ଟନର ଇସ୍ପାତ ପ୍ରକଳ୍ପ ଜେଏସଡ଼ବ୍ଲୁ କରିବ । ପ୍ରକଳ୍ପ ଅଗ୍ରଗତି ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡ଼ିଓ କନଫରେନ୍ସ ଜରିଆରେ ବୈଠକ ହୋଇଥିଲା । ସେହି…

ଆଜି ପୁଣି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଦ୍ୱିତୀୟ ଦିନରେ ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ୨୫୧୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହକାୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୬୯୨୪ରେ…

ସୁଶାନ୍ତଙ୍କୁ କାହିଁକି ଭେଟିଥିଲେ ଡ୍ରଗ ମାଫିଆ ପ୍ରଶ୍ନ କଲେ ସୁବ୍ରମଣ୍ୟମ ସ୍ୱାମୀ

ମୁମ୍ବାଇ:ସୁଶାନ୍ତ ସିଂ ରାଜପୁତଙ୍କ ସୁଚିନ୍ତିତ ଯୋଜନା ଅନୁସାରେ ହତ୍ୟା କରାଯାଇଛି ବୋଲି ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ କହିଛନ୍ତି । ସିବିଆଇ ତଦନ୍ତ ଆରମ୍ଭ କରିବାଠାରୁ ଏହା ପଛରେ ଆଉ କିଛି ମୁଣ୍ଡ କାମ କରୁଥିଲା ବୋଲି ସୂଚନା ପାଇ ସାରିଛି । ଯେଉଁ ଦିନ ସୁଶାନ୍ତଙ୍କ ମୃତ୍ୟୁ ଘଟିଲା ସେହି…

ଜଗତସିଂହପୁରରେ ଦୁର୍ଗାପୂଜା ମନା

ଜଗତସିଂହପୁର: ଏଥର ଫିକା ପହିବ ପାର୍ବଣ ଋତୁ । ହେବନି ଦୁର୍ଗାପୂଜା । ମହାମାରୀ କରୋନା ପାଇଁ ଜଗତସିଂହପୁର ଜିଲ୍ଲାରେ ଦୁର୍ଗା ପୂଜା ଉପରେ ଲାଗିଲା କଟକଣା । ଚଳିତ ବର୍ଷ ସାରା ଜିଲ୍ଲାରେ ସାର୍ବଜନୀନ ଦୁର୍ଗାପୂଜା ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । ବିଭିନ୍ନ ପୂଜା…

ହରିୟାଣା ମୁଖ୍ୟମନ୍ତ୍ରୀଙ୍କୁ କରୋନା

ହରିୟାଣା: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି । ସେ ଟୁଇଟ୍ କରି ଲେଖିଛନ୍ତି, ମୁଁ ମୋର କରୋନା ଟେଷ୍ଟ କରିଥିଲି । ଆଜି ତାର ରିପୋର୍ଟ ପଜିଟିଭ…

କିମ୍ ଜୋଙ୍ଗ ଉନ ମୃତ !

ପ୍ୟାଙ୍ଗୟଙ୍ଗ: ଏବେ କିଛି ଦିନ ହେବ ଉତରକୋରିଆର ଏକଚ୍ଛତ୍ରବାଦ ଶାସକ କିମ୍ ଜୋଙ୍ଗ ଉନଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ବିଭିନ୍ନ ଖବର ପ୍ରକାଶ ପାଉଛି । ରବିବାର ସେ କୋମା ଷ୍ଟେଜରେ ଅଛନ୍ତି ବୋଲି ରିପୋର୍ଟ ପ୍ରକାଶ ପାଇଥିଲା । ସୋମବାର ରୟ କେଲୀ ନାମକ ଏକ ପତ୍ରକାର ଦୃଢ଼ତା ସହକାରେ କହିଛନ୍ତି କିମ୍…

ମୃତ୍ୟୁ ପରେବି କିଏ ଚଲାଉଥିଲା ଦିଶା ସଲିୟନଙ୍କ ଫୋନ୍ !

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ତାଙ୍କର ପୂର୍ବତନ ମ୍ୟାନେଜର ଦିଶା ସଲିୟନଙ୍କ ମୃତ୍ୟୁର ସମ୍ପର୍କ ରହିଛି ବୋଲି ଚର୍ଚ୍ଚା ହେଉଥିଲା । ଏବେ ପୁଣି ଏମିତି ଏକ ଖବର ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଚକିତ କରିଦେବ । ଟାଇମ୍ସ ନାଓରେ ପ୍ରକାଶିତ ରିପୋର୍ଟ…

ଭୁବନେଶ୍ୱରରେ ୭୫ଶହ ଟପିଲା କରୋନା ସଂକ୍ରମଣ; ଆଜି ୨୬୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୬୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…