ଜାତୀୟ ସିନିୟର ମହିଳା ଦିନିକିଆ କ୍ରିକେଟ: ପ୍ରି-କ୍ୱାର୍ଟରରେ ଓଡିଶା ଭେଟିବ ପଣ୍ଡିଚେରୀକୁ
ଭୁବନେଶ୍ୱର: ଜାତୀୟ ସିନିୟର ମହିଳା ଦିନିକିଆ କ୍ରିକେଟ ଟୁର୍ଣ୍ଣାମେଂଟରେ ଓଡିଶା ପ୍ରି-କ୍ୱାର୍ଟରରେ ପଣ୍ଡିଚେରୀକୁ ଭେଟିବ । ୫ ଲିଗ୍ ମ୍ୟାଚରୁ ପ୍ରଥମରୁ ଝାଡଖଣ୍ଡ ନିକଟରୁ ପରାଜିତ ହେବା ପରେ ଓଡିଶା ପ୍ରଭାବୀ ପ୍ରଦର୍ଶନ କରି କ୍ରମାଗତ ୪ ମ୍ୟାଚରେ ବିଜୟୀ ହୋଇଥିଲା । ହାଇଦ୍ରାବାଦ, ତ୍ରିପୁରା,…