ଭୁବନେଶ୍ୱରରେ ୭୫ଶହ ଟପିଲା କରୋନା ସଂକ୍ରମଣ; ଆଜି ୨୬୭ ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୬୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…