ସାନଭାଇର ଟାଙ୍ଗିଆ ଚୋଟରେ ବଡ଼ଭାଇ ମୃତ
ତାଳଚେର: ଅନୁଗୁଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ଶିପୁର ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି।
ମିଳିଥିବା ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ ସାନଭାଇ ନିରଞ୍ଜନ ବାରିକ ମଦ୍ୟପାନ କରି ଘରକୁ ଫେରିଥିଲା। ପରେ କୌଣସି କଥାକୁ ନେଇ ବଡ଼ଭାଇ ଓ ସାନଭାଇ ମଧ୍ୟରେ ବଚସା ହୋଇଥିଲା ।
ତେବେ ରାତିରେ…