ନୂଆଁଖାଇ ପାଇଁ ସାଧାରଣ ଲୋକଙ୍କୁ ମା’ ସମଲେଶ୍ୱରୀ ମନ୍ଦିର ମନା
ସମ୍ବଲପୁର: ରାତି ପାହିଲେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ । ଏହା ପୂର୍ବରୁ ଆଜି ପାହୁର ଯାତ୍ରା ପାଳନ ହୋଇଛି । ଏହି ଅବସରରେ ନୂଆଁଖାଇ ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀ ଶୋଭାଯାତ୍ରା ସହ ଦେବାଦେବୀଙ୍କ ମନ୍ଦିରକୁ ଯାଇଥାଏ ।
ନୂଆଁଖାଇ ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ…