ଧଉଳି ଗିରି ଓ କୌଶଲ୍ୟାଗଙ୍ଗର ଇତିହାସ; ଏକ ନୂତନ ଅନ୍ଵେଷଣ
କୈଳାସଚନ୍ଦ୍ର ଦାଶ
ବୌଦ୍ଧ କୀର୍ତ୍ତଯୁକ୍ତ ଧଉଳୀ ଅଞ୍ଚଳ ଯେ ତୋଷାଳୀର ଅଂଗ ଥିଲା ତାହାର ଏକ ଅଭ୍ରାନ୍ତ ପ୍ରମାଣ କୌଶଲ୍ୟାଗଙ୍ଗ ।କୌଶଲ୍ୟାଗଙ୍ଗକୁ ନେଇ ଏକ ଜନଶ୍ରୁତି ରହିଛି ଯାହା ମାଦଳାପାଞ୍ଜିର ରାଜଭୋଗରେ ସ୍ଥାନ ପାଇଛି ।ଏହା ମଧ୍ୟ ଦେଶଖଂଜା ପୋଥିରେ ଭିନ୍ନ ଭାବରେ ଉପସ୍ଥାପନ କରାଯାଇଛି…