ବର୍ଷା ସହ ବଜ୍ରପାତ ଆଶଙ୍କା: ଭୁବନେଶ୍ୱର ସମେତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।
ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ମାଲକାନଗିରି, କେନ୍ଦୁଝର, ମୟୁରଭଞ୍ଜ,…