Latest Odisha News

BREAKING NEWS

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟାଙ୍କ ଯାଜପୁର ଜିଲ୍ଲା ଗସ୍ତ

ଯାଜପୁର : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ତଥା କାର୍ଯ୍ୟକାରୀ ସଭାପତି ଡକ୍ଟର ବିଜୟ କୁମାର ସାହୁ ମଙ୍ଗଳବାର ଯାଜପୁର ଜିଲ୍ଲା ଗସ୍ତ କରିଥିଲେ । ଯାଜପୁର ଜିଲ୍ଲାରେ ନିର୍ମାଣଧୀନ ଆଦର୍ଶ ବିଦ୍ୟାଳୟଗୁଡ଼ିକୁ ସେ ବୁଲି ଦେଖିବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ । ଯାଜପୁର ଜିଲ୍ଲା…

ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ସୀତାର ବାଦନରେ ଶ୍ରୋତା ବିମୋହିତ

ଭୁବନେଶ୍ୱର: ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ସୀତାର ବାଦନର ମୁର୍ଛନାରେ ରାଜାରାଣୀ ମନ୍ଦିର ପରିସର ମୁଖରିତ ହୋଇଥିଲା। ବିଖ୍ୟାତ ଗାୟକ ତଥା ଓଡ଼ିଶୀ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରାମହରି ଦାସ ଓ ସାଥିଙ୍କ ଦ୍ଵାରା ଓଡିଶୀ ସଙ୍ଗୀତ…

ଜାଣନ୍ତୁ, କିପରି କଟିବ ଆଜିର ଦିନ

ରାଶି ଫଳ ତା୨୦-୦୧-୨୦୨୧ ବୁଧବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ଜାନୁଆରୀ ତା ୨୦ରିଖ ବୁଧବାର ମକର ୭ଦିନ ପୌଷମାସ ଶୁକ୍ଳ ପକ୍ଷ ସପ୍ତମୀ ଭୁକ୍ତ ଅଷ୍ଟମୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର- କର୍କଟ ରାଶିର ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର…

ମହାପ୍ରଭୁଙ୍କୁ ଦର୍ଶନ କଲେ ନବ ନିଯୁକ୍ତ ସେନା ଉପମୁଖ୍ୟ ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି

ପୁରୀ: ଓଡ଼ିଶା ଗସ୍ତରେ ଆସିଥିବା ଭାରତୀୟ ସେନାର ନବ ନିଯୁକ୍ତ ଉପମୁଖ୍ୟ (ଭାଇର୍ସ ଚିଫ୍) ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଧରି ସାଧାରଣ ଭକ୍ତଙ୍କ ପରି ସପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବା…

ପାର୍ବତୀ ଗିରିଙ୍କ  ୯୫ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ  ୯୫ତମ ଜନ୍ମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସରେ ଅନୁଷ୍ଠିତ ହୋଇଯାଇଛି। ଦେଶସେବା ସହ ଅସହାୟଙ୍କ କଲ୍ୟାଣ ଦିଗରେ ତାଙ୍କ ଜୀବନବ୍ୟାପୀ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟ…

ମୋ ସ୍କୁଲ ଅଭିଯାନରେ ସାମିଲ ହେବ ୧୦୦ ସ୍କୁଲ

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନରେ ସାମିଲ ହେବାକୁ ଯାଉଛି ୧୦୦ ସ୍କୁଲ। ଏପରିକି ଛାତ୍ରଛାତ୍ରୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିହେବ ବୋଲି ସୂଚନା ମିଳିଛି। ତୋଷାଳି ଭବନସ୍ଥିତ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ କାର୍ଯ୍ୟାଳୟରେ ‘ମୋ ସ୍କୁଲ ଅଭିଯାନ’ର ୭ମ ପରିଚାଳନା ପରିଷଦ ବୈଠକ ଆଜି…

ପର୍ବତାରୋହଣ ଅଭିମୁଖେ ପର୍ବତାରୋହୀ

ଭୁବନେଶ୍ବର : ଆସନ୍ତାକାଲିଠୁ ହିମାଳୟରେ ଟ୍ରେକିଂ ଅଭିଯାନ ଆରମ୍ଭ କରିବେ ଗିନିଜ୍ ଓ୍ବାର୍ଲ୍ଡ ରେକର୍ଡଧାରୀ ସତ୍ୟପୀର ପ୍ରଧାନ । ଯାହାର ଫ୍ଲାଗ ଅଫ୍ କରିଛନ୍ତି ଓଲିଉଡ୍ ଅଭିନେତା ବାବୁଶାନ୍ । ଏହି ଅଭିଯାନରେ ରାଜ୍ୟର ୨୩ ଜଣ ଯୁବକ ସାମିଲ ହୋଇଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାର ୨୩ ଜଣ ଯୁବକ…

କାଲିଠୁ ପଡୋଶୀ ଦେଶକୁ ଟିକା ଯୋଗାଣ କରିବ ଭାରତ

ନୂଆଦିଲ୍ଲୀ: ଦେଶବ୍ୟାପୀ ସଫଳତାର ସହ କୋଭିଡ ଟିକା କରଣ ଚାଲିଛି। କାଲିଠୁ ପଡୋଶୀ ଦେଶକୁ ଟିକା ଯୋଗାଇବ ଭାରତ। ବାଂଲାଦେଶ, ନେପାଳ, ଭୁଟାନ, ମାଳଦ୍ୱୀପ, ମିଆଁମାର ଓ ସିସଲସକୁ କାଲିଠୁ ଆରମ୍ଭ ହେବ କୋଭିଡ ଟିକା ଯୋଗାଣ। ଟିକା ଯୋଗାଇ ଦେବାକୁ ଏସବୁ ଦେଶରୁ ଅନୁରୋଧ ଆସିଥିଲା। ସେହିପରି ଟିକା…

ଖୁବ୍‌ଶୀଘ୍ର ୨ ହଜାରରୁ ଅଧିକ ଡାକ୍ତର ଓ ଦନ୍ତ ଚିକିତ୍ସକ ପଦବୀ ପୂରଣ ହେବ

ଭୁବନେଶ୍ୱର : ସ୍ୱାସ୍ଥ୍ୟସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସୁଛନ୍ତି । ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ରାଜ୍ୟର ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରି ଏହା…

ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ମୃତ

ମାଲକାନଗିରି: ବାଇକ ସହ ବାଇକର ମୁହାଁମୁହିଁ ଧକ୍କା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ସୋଇଛି। ମାଲକାନଗିରି ଜିଲ୍ଲା ବିଜାପୁର ଘାଟିରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ମିଳିନାହିଁ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୋଟିଏ ବାଇକ୍…