କୃଷି ଆଇନକୁ ନେଇ ଆଜି ପୁଣି ବର୍ଷିବେ ରାହୁଲ
ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଦିଲ୍ଲୀର କଂଗ୍ରେସ ପାର୍ଟି ମୁଖ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହେବ।
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି, ଯେଉଁଥିରେ କେନ୍ଦ୍ର ସରକାର ଆଣିଥିବା…