ଜେସିବି ଇଞ୍ଜିନ ଭିତରୁ ୨ ଟି ଅଜଗର ଉଦ୍ଧାର
ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ପଲ୍ଲୀ ଗୁମୁଲା ଗ୍ରାମ ନୂଆ ବନ୍ଧ ନିକଟରୁ ଦୁଇଟି ଅଜଗର ସାପକୁ ଉଦ୍ଧାର କରାଯାଇଛି । ନୂଆ ବନ୍ଧର ସୋନ୍ଦର୍ଯ୍ୟ କରଣ କାର୍ଯ୍ୟ ଚାଲିଥିବା ବେଳେ ଜେସିବି ମେସିନ ଦ୍ୱାରା ପାଣି ବାହାର କରିବାକୁ ନାଳ ଖୋଲା ଯାଉଥିଲା । ଉକ୍ତ ନାଳ ଖୋଲିବା ସମୟରେ ଗୋଟିଏ ବଡ଼…