ଦେଶରେ ୨୫ ଲକ୍ଷ ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ପାଖାପାଖି ୫୦ ହଜାର
ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୬୩,୪୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୪ ଜଣଙ୍କର ଜୀବନ ଯାଇଛି ।…