Latest Odisha News

BREAKING NEWS

ମାଆର ତଣ୍ଟି କାଟି ମାରି ଦେଲା ପୁଅ, ଟଙ୍କା ନଦେବାରୁ ହତ୍ୟା

ସୁନ୍ଦରଗଡ଼: ଜନ୍ମଦାତ୍ରୀକୁ ହତ୍ୟା କଲା ପୁଅ । ତଣ୍ଟି କାଟି ବୀଭତ୍ସ ହତ୍ୟା କରିଛି । ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ବାହିୟାମ ଗାଁରେ । ମାଆର ତଣ୍ଟି କାଟି ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଫେରାର୍ ଅଛି । ତା ନାଁ ରାଜୁ ଗୌଡ଼ । ମାଆ…

ସାନ ଭାଇ ତୀର ମାଡରେ ବଡ଼ ଭାଇ ଗୁରୁତର

ମୟୂରଭଞ୍ଜ: ଘରୋଇ କଳହରୁ ହତ୍ୟା ଉଦ୍ୟମ । ସାନ ଭାଇର ତୀର ମାଡ଼ରେ ବଡ଼ ଭାଇ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା କେନ୍ଦୁମୁଣ୍ଡି ଗାଁରେ । ତୀର ମାଡ଼ରେ ଆହତ ହୋଇଛନ୍ତି ବୁଧୁରାମ ପିଙ୍ଗୁଆ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କରଞ୍ଜିଆ ହସ୍ପିଟାଲ ଓ…

ଗଜପତି: ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ପୋଡି ନଷ୍ଟ କଲା ପୋଲିସ

ଗଜପତି: ଗଞ୍ଜେଇ ଚାଷର ଗନ୍ତାଘର ସାଜିଛି ଗଜପତି ଜିଲ୍ଲା। ପ୍ରତିଦିନ ପ୍ରାୟ ଏଠାରେ ଏକର ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଉଥିବା ସୂଚନା ମିଳୁଛି। ପ୍ରାୟ ୬୨ ଏକର ଗଞ୍ଜେଇ ଚାଷ ନଷ୍ଟ କରିଛି ଅବକାରୀ ବିଭାଗ ଓ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୨ କୋଟି ଟଙ୍କା ହେବ । ସୁଚନାନୁଯାୟୀ,…

ଭୁବନେଶ୍ୱରରେ ୫ଟି ସ୍କୁଲ ବୁଲି ଦେଖିଲେ 5T ସଚିବ

ଭୁବନେଶ୍ୱର: ସ୍କୁଲ ବୁଲିଲେ ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ୍ । ଆଜି ସକାଳୁ ସକାଳୁ ଭୁବନେଶ୍ୱରର ୫ଟି ହାଇସ୍କୁଲ ପରିଦର୍ଶନ କରିଛନ୍ତି 5T ସଚିବ । ୟୁନିଟ୍-୬, କ୍ୟାପିଟାଲ୍ ହାଇସ୍କୁଲ, ୟୁନିଟ୍-୯ ବାଳିକା ହାଇସ୍କୁଲ୍ ଓ ଆଇଆରସି ଭିଲେଜ ହାଇସ୍କୁଲ ପରିଦର୍ଶନ କରିଛନ୍ତି । ଶିକ୍ଷକ ଓ…

ଭୂକମ୍ପରେ ଥରିଲା ଜମ୍ମୁ-କାଶ୍ମୀର; ରିକ୍ଟର ସ୍କେଲରେ ତୀବ୍ରତା ୪.୧

କାଶ୍ମୀର: ଜମ୍ମୁ-କାଶ୍ମୀରର ଦୋଡା ଜିଲ୍ଲାରେ ଭୂକମ୍ପ । ରିକ୍ଟର ସ୍କେଲ୍‌ରେ ତୀବ୍ରତା ୪.୧ ଥିବା ଜଣାପଡ଼ିଛି। ନ୍ୟାସନାଲ୍‌ ସେଣ୍ଟର ଫର ସିସ୍‌ମୋଲୋଜି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଶନିବାର ରାତି ୧୦.୧ରେ ଏଠାରେ ଭୂମିକମ୍ପ ଅନୂଭୂତ ହୋଇଥିବା। ଏହି ଭୂକମ୍ପର ପ୍ରଭାବ ପ୍ରାୟ ୯୩ କିମି…

ବାଇକକୁ ଧକ୍କା ଦେଲା କଣ୍ଟେନର ଟ୍ରକ୍; ଜଣେ ମୃତ

ଯାଜପୁର: ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ସୂଚନା। ମିଳିଥିବା ସୂଚନାନୁସାରେ, ୧୬ ନଂ ଜାତୀୟ ରାଜପଥର ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଆଖୁଆପଦା ନିକଟରେ ବାଇକ୍ କୁ ଧକ୍କା ଦେଇଛି ଏକ କଣ୍ଟେନର ଟ୍ରକ୍। ଫଳରେ ଘଟଣାସ୍ଥଳରେ ହିଁ…

କରୋନା ଟିକା ନେବା ପରେ ଦିଲ୍ଲୀରେ ୫୧ ଜଣଙ୍କ ଠାରେ ପାର୍ଶ୍ବ ପ୍ରତିକ୍ରିୟା

ନୂଆଦିଲ୍ଲୀ: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଗତକାଲି ଦେଶବ୍ୟାପୀ କରୋନା ଟିକାକରଣ କରାଯାଇଛି। ସୂଚନାନୁସାରେ, ଟିକାକରଣର ପ୍ରଥମ ଦିନରେ ପ୍ରାୟ ୧.୯୧ ଲକ୍ଷ ଲୋକଙ୍କୁ ପ୍ରଥମ ପର୍ଯ୍ୟାୟ ଟିକା ଦିଆଯାଇଛି। ତେବେ ଏହି ଟିକା ନେବା ପରେ ରାଜଧାନୀ ଦିଲ୍ଲୀରେ ୫୧ ଜଣଙ୍କ ଠାରେ ପାର୍ଶ୍ଵ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ ତା୧୭- ୧-୨୦୨୧ ରବିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୧୭ ରିଖ ରବିବାର ମକର ୪ ଦିନ ପୌଷ ମାସ ଶୁକ୍ଳ ପଞ୍ଚମୀ ତିଥି ପୂର୍ବ ଭାଦ୍ର ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-: ମେଷ ରାଶିର ଘାତ ଚନ୍ଦ୍ର-: ମିଥୁନ ରାଶି ପୁରୁଷ ଓ ମୀନ ରାଶିର ଆଜି:…

ମୁକ୍ତେଶ୍ୱର ଉତ୍ସବର ଶେଷ ସନ୍ଧ୍ୟାରେ ଓଡ଼ିଶୀ ରସରେ ଦର୍ଶକ ବିମୁଗ୍ଧ

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ଉତ୍ସବର ଉଦ୍‍ଯାପନୀ ସନ୍ଧ୍ୟାରେ ଭରପୁର ଦର୍ଶକ ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତକୁ ଉପଭୋଗ କରିଥିଲେ । ସଂଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଗୁରୁ ଶ୍ରୀନିବାସ ଶତପଥୀ ଓ ସାଥୀଙ୍କ ଦ୍ୱାରା ଶିବ ବନ୍ଦନା ହରଗୌରାଷ୍ଟକମ୍‍, ଯାହାର…

ରାଜ୍ୟରେ ଟିକାକରଣ ସଫଳ, ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର

ଭୁବନେଶ୍ୱର: ପ୍ରଥମ ଦିନରେ ରାଜ୍ୟରେ କରୋନା ଟିକାକରଣ ସଫଳତାର ସହ ଶେଷ ହୋଇଥିବା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଯେଉଁଥିରେ ଢେଙ୍କାନାଳ ଜିଲ୍ଲାର ଜଣେ ବ୍ୟକ୍ତି ଏହି ଟିକା ନେବା ପରେ ତାଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଛି। ଆସନ୍ତା ୧୦ ଦିନ ମଧ୍ୟରେ ପଞ୍ଜୀକୃତ ହୋଇଥିବା…