ସୁନ୍ଦରଗଡ଼ରେ ପ୍ରଥମ ଦିନରେ ୬୨୩ ସ୍ୱାସ୍ଥ୍ୟ କର୍ମୀ ଓ ସଫେଇ କର୍ମଚାରୀ ନେଲେ ଟିକା
ସୁନ୍ଦରଗଡ଼: ସାରା ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିଥିବା ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲା ମଧ୍ୟ ସାମିଲ ହୋଇଛି।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ରାଉରକେଲା…