Latest Odisha News

BREAKING NEWS

ପାଞ୍ଚ ମାସ ପରେ ସର୍ବସାଧାରଣ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୭୪ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ମହାମାରୀ ଓ ପରବର୍ତ୍ତୀ ଲକଡାଉନ ଯୋଗୁ ପାଞ୍ଚ ମାସ ପରେ କୌଣସି ସର୍ବସାଧାରଣ କାର୍ଯ୍ୟକ୍ରମରେ ସେ ଯୋଗ ଦେଇଛନ୍ତି । ମାର୍ଚ୍ଚ ମାସ ପରେ ଏହା ଥିଲା…

ନିଲମ୍ବିତ ହେଲେ ଜଳେଶ୍ୱର ଥାନା ଆଇଆଇସି

କଟକ: ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କୁ ନିଲମ୍ବିତ କରାଯାଇଛି । କ୍ଷମତାର ଦୂରୁପଯୋଗ କରିବା ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଶନିବାର ଦିନ ଓଡିଶା ମହାନିର୍ଦ୍ଦେଶକ ପୋଲିସ (ଡିଜିପି) ଅଭୟ ସୂଚନା ଦେଇଛନ୍ତି । ଏନେଇ ସେ ଟ୍ୱିଟ୍ ମଧ୍ୟ କରିଛନ୍ତି…

ପ୍ରଧାନମନ୍ତ୍ରୀ କହିଲେ ଦେଶରେ କେବେ ଆସିବ କରୋନା ଟିକା ?

ନୂଆଦିଲ୍ଲୀ: କରୋନା ସହ ଲଢୁଛି ସାରା ଦେଶ । ଏବେ ଭ୍ୟାକିସିନ ବିକଶିତ କରିବାରେ ଲାଗିଛନ୍ତି ବିଶ୍ୱର ବିଭିନ୍ନ ଦେଶ । ଭାରତରେ କେବେ ଆସିବ କରୋନା ଟିକା, ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଭ୍ୟାକସିନ୍ ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଐତିହାସିକ ଲାଲକିଲ୍ଲାରୁ…

ଭାରତରେ ୨୪ ଘଣ୍ଟାରେ ୬୫ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ, ୯୯୬ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୨୫,୨୬,୧୯୩କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ସୀମାରେ ଯବାନ ପାଳିଲେ ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ: ସୀମାରେ ଯବାନ ପାଳିଲେ ୭୪ତମ ସ୍ୱାଧୀନତା ଦିବସ । ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ସୁରକ୍ଷାବାହିନୀ । ଲଦାଖରେ ସମୁଦ୍ର ପତ୍ତନରୁ ୧୭ ହଜାର ଫୁଟ୍ ଉପରେ ତ୍ରିରଙ୍ଗା ଉଡ଼ାଇଛନ୍ତି ଆଇଟିବିପି ଯବାନ । Indo-Tibetan Border Police (ITBP)…

ଦେଶ ପାଳୁଛି ୭୪ତମ ସ୍ୱାଧୀନତା ଦିବସ, ଗୁଗୁଲର ଡୁଡୁଲ୍ ଜାରି

ନୂଆଦିଲ୍ଲୀ: ସାରା ଦେଶରେ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ଦୁନିଆର ସବୁଠାରୁ ଲୋକପ୍ରିୟ ସର୍ଚ୍ଚ ଇଞ୍ଜନ ଗୁଗୁଲ ଆଜି ଏକ ଡୁଡଲ ତିଆରି କରିଛି । ଏଥିସହିତ ଗୁଗୁଲ ପକ୍ଷରୁ ଜାରି ଏହି ଡୁଡୁଲକୁ ମୁମ୍ବାଇର ଜଣେ ଆର୍ଟିଷ୍ଟ ସଚିନ ଘାନେକର ପ୍ରସ୍ତୁତ କରିଛନ୍ତି । ଏହି…

୭୪ତମ ସ୍ୱାଧୀନତା ଦିବସ; ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ସାରା ଦେଶରେ ଶନିବାର ଦିନ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ସ୍ୱାଧୀନତା…

ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ପାଳୁଛି ୭୪ତମ ସ୍ୱାଧୀନତା ଦିବସ । ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଲଗାତାର ସପ୍ତମ ଥର ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । କରୋନା କଟକଣା ଭିତରେ ଏବର୍ଷ ପାଳିତ ହୋଇଛି ସ୍ୱାଧୀନତା…

ଏସସିବିରେ ୧୦୦ ଟପିଲା ପ୍ଲାଜମା ଦାତାଙ୍କ ସଂଖ୍ୟା, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

କଟକ: କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ୍ (ଏସସିବି)ରେ ୧୦୫ ଜଣ କରୋନା ଆରୋଗ୍ୟ ପ୍ଲାଜମା ଦାନ କରିଛନ୍ତି । ଗତମାସ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରିଥିଲେ । ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ…

ବିଦ୍ୟୁତ ଆଘାତରେ ଶିଶୁ ସମେତ ୩ ଜଣ ମୃତ

ଭୁବନେଶ୍ୱର: ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ତିନି ଜଣଙ୍କର ଅକାଳ ବିୟୋଗ । ଏଭଳି ଦୁଃଖଦ ଘଟଣା ଘଟିଛି ଭୁବନେଶ୍ୱର ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମଡୁମା ଅଞ୍ଚଳରେ । ମୃତକଙ୍କ ଭିତରେ ଜଣେ ୬ ବର୍ଷର ପୁଅ ଓ ଦୁଇ ଜଣ ମହିଳା ଅଛନ୍ତି । ମୃତକମାନେ ହେଲେ ଡୁମଡୁମା ଅନ୍ତର୍ଗତ ସତ୍ୟନଗରର ମହମ୍ମଦ…