ଓଡିଶାର ୨୬ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଓଡିଶାର ପ୍ରାୟ ୨୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଆକଳନ କରାଯାଇଛି ।
ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ, ବରଗଡ,…