Latest Odisha News

BREAKING NEWS

ଶ୍ରୀମନ୍ଦିରରେ କୋଳି ଖାଇଲେ କଳାଠାକୁର

'ଫଳ ବିକ୍ରୟିଣୀ ତସ୍ୟ ଚ୍ୟୁତ ଧାନ୍ୟଂ କରଦ୍ୱୟଂ ପଳୈର ପୂରୟଦ ରତ୍ନୈଃ ଫଳଭାଣ୍ଡମ ପୂରି ଚ'  ଆଜି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ, ପରମ୍ପରା ଅନୁଯାୟୀ ଶ୍ରୀଜୀଉମାନଙ୍କର ବଣ ଭୋଜି ବେଶ, କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ, କୃଷ୍ଣଲୀଳା ନୀତି ଆଦି ଅନୁଷ୍ଠିତ ହୋଇଛି । ଏହି…

ଅଗଷ୍ଟ ୧୫’ ପୂର୍ବରୁ ଟଳିଲା ବଡ ଧରଣର ଆତଙ୍କବାଦୀ ହମ୍‌ଲା !

ଆସାମ: ପୁଣିଥରେ ନିଜ ଉପସ୍ଥିତି ଜାହିର କରିବାକୁ ଚେଷ୍ଟା କରିଥିଲେ ଆତଙ୍କବାଦୀ ସଙ୍ଗଠନ । ସ୍ୱାଧୀନତା ଦିବସ ପାଳନ ଅବସରରେ ହୋଇଥାନ୍ତା ବଡ ଧରଣର ଆତଙ୍କବାଦୀ ହମ୍‌ଲା । ହେଲେ ଭାରତୀୟ ପୋଲିସ୍‌କୁ ଚକ୍‌ମା ଦେବା ଏତେଟା ସହଜ ନଥିଲା । ଖସିଗଲେ ଆତଙ୍କବାଦୀ, ହେଲେ ଜବତ ହେଲା ବିପୁଳ ପରିମାଣର…

କରୋନା ମୁକ୍ତ ହେଲେ ଗୃହମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: କରୋନାରୁ ମୁକ୍ତ ହେଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ସେ ନିଜେ ଏ ନେଇ ଟ୍ୱିଟ୍ କରି ଜଣାଇଛନ୍ତି କରି ଜଣାଇଛନ୍ତି । ସେ ଲେଖିଛନ୍ତି ଯେ, ‘ଆଜି ମୋର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି । ଏଥି ପାଇଁ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଜଣାଇବା ସହିତ ମୋର ଶୁଭେଚ୍ଛୁ ଯେଉଁମାନେ…

ବିଶିଷ୍ଟ କଣ୍ଠଶିଳ୍ପୀ ଏସ୍. ପି ବାଳସୁବ୍ରମଣ୍ୟମ୍ ଗୁରୁତର

ଚେନ୍ନାଇ: ଲୋକପ୍ରିୟ କଣ୍ଠଶିଳ୍ପୀ ଏସ୍ ପି ବାଳସୁବ୍ରମଣ୍ୟମ୍ ଗୁରୁତର । ଗତ ୫ ତାରିଖରୁ ସେ କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ଏମଜିଏମ୍ ହେଲଥ୍ କେୟାରରେ ଚିକିତ୍ସିତ ହେଉଥିବା ବେଳେ ଏବେ ଗୁରୁତର ହୋଇପଡିଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡିଛି । ବର୍ତ୍ତମାନ ତାଙ୍କୁ ଆଇସିୟୁରେ ଲାଇଫ ସପୋର୍ଟ…

ଛୋଟ ପରଦାକୁ ଫେରୁଛନ୍ତି କମେଡି ଷ୍ଟାର ସୁନୀଲ ଗ୍ରୋଭର !

ମୁମ୍ବାଇ: ପୁଣିଥରେ ଦର୍ଶକଙ୍କୁ ହସେଇବା ପାଇଁ ପ୍ରସ୍ତୁତ ହେଉଛନ୍ତି ସୁନୀଲ ଗ୍ରୋଭର । ଗ୍ୟାଙ୍ଗ ଅଫ୍ ଫିଲ୍ମିସ୍ତାନ ଭଳି ବ୍ରାଣ୍ଡ ନ୍ୟୁ ସୋ' ଜରିଆରେ ସେ ଦର୍ଶକଙ୍କ ନିକଟକୁ ଆସୁଛନ୍ତି । ଷ୍ଟାର୍ ଭାରତରେ ପ୍ରସାରିତ ହେବାକୁ ଥିବା ଏହି କମେଡି ସୋ'ରେ ବହୁ ଜଣାଶୁଣା କମେଡି କଳାକାରଙ୍କୁ…

ରାଜସ୍ଥାନରେ ଆସ୍ଥା ଭୋଟ୍ ଜିଣିଲେ ଅଶୋକ ଗେହଲଟ୍‌

ନୂଆଦିଲ୍ଲୀ: ରାଜସ୍ଥାନ ବିଧାନସଭାରେ ଅଶୋକ ଗେହଲଟଙ୍କ ନେତୃତ୍ୱାଧୀନ ସରକାର ଶୁକ୍ରବାର ଦିନ ଆସ୍ଥା ଭୋଟରେ ବହୁମତ ହାସଲ କରିଛନ୍ତି । ରାଜସ୍ଥାନ ବିଧାନସଭାରେ ଆଜି ଆସ୍ଥା ଭୋଟ୍ ଆଗତ ହୋଇଥିଲା ବେଳେ ଗେହଲଟ୍ ସରକାର ବହୁମତ ହାସଲ କରିଥିଲେ । ବିରୋଧି ମାନଙ୍କର ଅନେକ ଚେଷ୍ଟା ପରେ ମଧ୍ୟ ବହୁମତ…

ପଖାଳ ମୋର ପସନ୍ଦ, ପିଠା ପ୍ରତି ରହିଛି ବିଶେଷ ରୁଚି: ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଖାଳ ଖାଇବାକୁ ଭଲ ପାଆନ୍ତି । ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଆରମ୍ଭ ହେବାକୁ ଯାଉଥିବା ‘ଆମ ଘର ଆମ ହାଣ୍ଡିଶାଳ’ କାର୍ଯ୍ୟକ୍ରମର ପ୍ରମୋଶନ ଅବସରରେ ଏହି କଥା କହିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ । ଏଥି ସହ ସେ କହିଛନ୍ତି, ‘ଓଡିଶା ଜଗନ୍ନାଥଙ୍କ ଦେଶ…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୨୪୭ ଆକ୍ରାନ୍ତ, ୧୦୩ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଭାରତୀୟ ସ୍କୁଲ, ହେଲେ ଛାତ୍ରଛାତ୍ରୀ କହୁଛନ୍ତି ଜାପାନିଜ ଭାଷା !

ମହାରାଷ୍ଟ୍ର: ଔରଙ୍ଗାବାଦର ଏକ ସ୍କୁଲ ପାଲଟିଛି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ । ଜିଲ୍ଲା ପରିଷଦ ଦ୍ୱାରା ପରିଚାଳିତ ଏକ ସ୍କୁଲରେ ଛାତ୍ରଛାତ୍ରୀ କହୁଛନ୍ତି ଜାପାନିଜ ଭାଷା । ହେଲେ କାହିଁକି ଓ କେମିତି ଆସନ୍ତୁ ଜାଣିବା । ରୋବୋଟିକ୍ସ ଓ ଜାପାନୀ କୌଶଳ ପ୍ରତି ଆକର୍ଷଣ ଏହି ପିଲାଙ୍କ ମନରେ…

କୋଭିଡ-୧୯ର ୭୩ଟି ପ୍ରକାର ଭାରିଏଣ୍ଟ ଚିହ୍ନଟ କଲେ ଭାରତୀୟ ଗବେଷକ

ଭୁବନେଶ୍ୱର: ପ୍ରଥମ ଥର ପାଇଁ କୋଭିଡ୍‌-୧୯ ସଂକ୍ରମଣର ୭୩ଟି ପ୍ରକାର ଭାରିଏଣ୍ଟ ଚିହ୍ନଟ କରିବାରେ ସଫଳ ହୋଇଛନ୍ତି ଭାରତୀୟ ଜେନୋମିକ୍ ଗବେଷକ। ନୂଆଦିଲ୍ଲୀ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ ଜେନୋମିକ୍ସ ଆଣ୍ଡ ଇଂଟିଗ୍ରେଟିଭ ବାୟୋଲଜି (ଆଇଜିଆଇବି) ଏବଂ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି…