ପ୍ଲାଜମା ଦାନ କଲେ ୨ ପୋଲିସ ଅଧିକାରୀ
କଟକ: ରାଜ୍ୟରେ ଗୁରୁତର କୋଭିଡ୍ ରୋଗୀଙ୍କ ଚିକିତ୍ସା ଲାଗି ଅନେକାଂଶରେ ପ୍ଲାଜମା ଥେରାପି ସଫଳ ହେଉଛି । ଏଭଳି ସ୍ଥିତିରେ ଶୁକ୍ରବାର ଦିନ କଟକ ଏସସିବି ବଡ ମେଡିକାଲରେ ଆଉ ଦୁଇ ଜଣ ପୋଲିସ କର୍ମୀ ସେମାନଙ୍କ ପ୍ଲାଜମା ଦେଇଛନ୍ତି।
ଏନେଇ ଓଡିଶା ପୋଲିସ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ପ୍ରଦାନ…