ରାଜ୍ୟରେ ୨୪ ଘଂଟାରେ ୪୨ ହଜାରରୁ ଅଧିକ ଟେଷ୍ଟ
ଭୁବନେଶ୍ୱର: ରାଜ୍ୟରେ ଲଗାତାର ଦ୍ୱିତୀୟ ଦିନ ପାଇଁ ରେକର୍ଡ ସଂଖ୍ୟକ ନମୁନା ପରୀକ୍ଷା ହୋଇଛି । ଗତ ୨୪ ଘଂଟାରେ ୪୨ ହଜାର ୭୬୧ ନମୁନା ପରୀକ୍ଷା କରାଯାଇଛି । ୩୬ ହଜାର ୨ ଆଂଟିଜେନ ଟେଷ୍ଟ ହୋଇଥିବାବେଳେ ୬ହଜାର ୬୩୫ ହେଉଛି ଆରଟିପିସିଆର ଟେଷ୍ଟ । ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଏହି…