ଓଡିଶା ବାହାରେ ହେବ ୩ ସେଣ୍ଟର: ଓଜେଇଇ
ଭୁବନେଶ୍ୱର: କରୋନା ପରିସ୍ଥିତିକୁ ନଜରରେ ରଖି ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପକ୍ଷରୁ ଓଡିଶା ଭିତରେ ଓ ବାହାରେ ଅଧିକ କେନ୍ଦ୍ର ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି ।
ପ୍ରାପ୍ତ ସୂଚନାନୁଯାୟୀ, ଓଡିଶା ଭିତରେ ୬ଟି ଏବଂ ବାହାରେ ୩ଟି ଅନଲାଇନ୍ ପରୀକ୍ଷା ସେଣ୍ଟର ଖୋଲାଯିବ ।…