ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ
ଭୁବନେଶ୍ୱର: ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି । ସେ ଟ୍ୱିଟରେ ଶ୍ରୀ ରାଓଙ୍କୁ ଶ୍ରଦ୍ଧାଂଜଳି ଜଣାଇବା ସହ ତାଙ୍କ ସହ ବିତେଇଥିବା ସମୟକୁ ମନେପକାଇ ଫଟୋ ସେୟାର କରିଛନ୍ତି ।
Saddened by the demise of Shri D Prakash…