ଶିଶୁ ଓ ମହିଳା ମାନଙ୍କୁ ଦିଆଯାଉଥିବା ଖାଦ୍ୟରେ ବ୍ୟାପକ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି, ଛତୁଆ…