ଓଡ଼ିଶାରୁ ୨୨୮ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୮ ହଜାର ୨୭୧ରେ ପହଞ୍ଚିଛି।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଷ୍ଟେଟ୍ ପୁଲ ସମେତ ୨୪ ଜିଲ୍ଲାରୁ କରୋନା ରୋଗୀ ସୁସ୍ଥ…