କଟକରେ ୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
କଟକ: କଟକରେ ସୋମବାର ଦିନ ୭୨ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୩୨୦୨ରେ ପହଞ୍ଚିଛି।
ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ। ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…