Latest Odisha News

BREAKING NEWS

ପ୍ୟାସନ୍‌ ନୁହେଁ ଟଙ୍କା ପାଇଁ ଏହି ଫିଲ୍ମରେ କାମ କରିବାକୁ ରାଜି ହୋଇଥିଲେ ଅନିଲ୍‌ କପୁର

ନୂଆଦିଲ୍ଲୀ: ଅଭିନେତା ଅନିଲ କପୁର ବଲିଉଡ୍‌ର ଜଣେ ଏଭର୍‌ଗ୍ରୀନ୍‌ କଳାକାର। ନିକଟରେ ଏକ ସାକ୍ଷାତକାର ସମୟରେ ଅନିଲ କପୁର ତାଙ୍କ କ୍ୟାରିୟର ସହ ଜଡିତ ଏକ ଆଶ୍ଚର୍ଯ୍ୟଜନକ କାହାଣୀ ପ୍ରକାଶ କରିଛନ୍ତି। ଅନିଲ କହିଛନ୍ତି ଯେ ଏତେ ବଡ ହୋଇଥିଲେ ମଧ୍ୟ ତାଙ୍କ ଜୀବନରେ ଏକ ସମୟ ଥିଲା ଯେତେବେଳେ ସେ…

ଟିକାକରଣ ପୂର୍ବରୁ ଆଜି ସବୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତା ୧୬ ତାରିଖରେ କରୋନା ବିରୋଧୀ ଲଢ଼େଇରେ ବଡ଼ ଅଭିଯାନ ଆରମ୍ଭ କରିବ ଭାରତ । ଦେଶବ୍ୟାପୀ ଆରମ୍ଭ ହେବ କୋଭିଡ୍ ଟିକାକରଣ । ତାପୂର୍ବରୁ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭର୍ଚୁଆଲରେ ଏହି ବିଚାରବିମର୍ଶ ହେବ ।…

ଭାଇରାଲ୍‌ ହେଉଛି ସୋନୁଙ୍କ ଟାଟୁ

ନୂଆଦିଲ୍ଲୀ: ଗରିବ ଅଭାବୀ ଲୋକଙ୍କୁ ସାହାଯ୍ୟ କରିବା ନେଇ ବଲିଉଡର ପ୍ରସିଦ୍ଧ ଅଭିନେତା ସୋନୁ ସୁଦ ସର୍ବଦା ଚର୍ଚ୍ଚାରେ ରହିଆସିଛନ୍ତି। ଲକଡାଉନ୍ ସମୟରେ ସେ ଆରମ୍ଭ କରିଥିବା ସହାୟତା ଶୃଙ୍ଖଳା ଅବ୍ୟାହତ ରହିଛି। ଏଥି ସହିତ, ଲୋକମାନେ ତାଙ୍କର ମହାନ କାର୍ଯ୍ୟ ପାଇଁ ତାଙ୍କୁ ନିଜ ଶୈଳୀରେ…

ଆଜିଠୁ ରାଜ୍ୟରେ ଖୋଲିଲା ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ସ୍କୁଲ ପରେ ଆଜିଠୁ ରାଜ୍ୟରେ ଖୋଲିଛି ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ । କୋଭିଡ୍ କଟକଣା ଭିତରେ ଖୋଲିଛି ଉଚ୍ଚ ଶିକ୍ଷାନୁଷ୍ଠାନ । କେବଳ ୟୁନିଭରସିଟି ଓ ଡିଗ୍ରୀ କଲେଜ ଶେଷବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ ହେଉଛି । ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସମସ୍ତେ…

ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଧବଳେଶ୍ୱର

ଆଠଗଡ଼: ସମସ୍ତଙ୍କ ପାଇଁ ଖୋଲିଲା କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧା ଧବଳେଶ୍ଵର ପୀଠ । ଆଜିଠୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ଦୀର୍ଘ 9 ମାସ ପରେ ବାବା ଧବଳେଶ୍ୱରୁଙ୍କୁ ଚର୍ମଚକ୍ଷୁରେ ଦେଖିଛନ୍ତି ଭକ୍ତ । ମନ୍ଦିର ପରିସରରେ ଭାବ ବିହ୍ୱଳ ହୋଇ ପଡ଼ିଛନ୍ତି ଶ୍ରଦ୍ଧାଳୁ । କରୋନା କଟକଣା…

୧୮ କୋଟି ଟଙ୍କାର ଗଞ୍ଜେଇ ଗଛ ଚାଷ ନଷ୍ଟ କଲା ଗଜପତି ପୋଲିସ

ମୋହନା: ଗଜପତି ଜିଲ୍ଲାରେ ମୋହନା ଥାନା ଢେପାଗୁଡା ପଞ୍ଚାୟତ ଯୁଗୀଢ଼ିଅ ଗାଁ ନିକଟରେ ପ୍ରାୟ ୯୧ ଏକରରେ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ କରିଛନ୍ତି ପୋଲିସ ଓ ଅବକାରୀ ବିଭାଗ । ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ଆନୁମାନିକ ୧୮ କୋଟି ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।…

କାବୁ ପାଉଛି କରୋନା: ଦେଶରେ ୨.୧୩% ଆକ୍ଟିଭ୍ କେସ୍, ସୁସ୍ଥହାରା ୯୬%

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ଆକ୍ଟିଭ୍ କେସ୍ । ସୁସ୍ଥହାର ବଢି ଚାଲିଛି । ବର୍ତ୍ତମାନ ଦେଶରେ ୨ଲକ୍ଷ ୨୨ହଜାର ୫୨୬ଟି ସକ୍ରିୟ ମାମଲା ରହିଛି । ଅର୍ଥାତ ମୋଟ୍ ସଂକ୍ରମତିଙ୍କ ୨.୧୩% ଆକ୍ଟିଭ କେସ୍ ରହିଛି । ଦେଶରେ ସୁସ୍ଥହାର ରହିଛି ୯୬.୪୩% । ଦେଶରେ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୧କୋଟି…

ଚଳନ୍ତା ବସରେ ଲାଗିଲା ନିଆଁ, ଯାତ୍ରୀ ସୁରକ୍ଷିତ

ଫୁଲବାଣୀ: ଚଳନ୍ତା ବସରେ ଅଗ୍ନିକାଣ୍ଡ । ହଠାତ୍ ଲାଗିଲା ନିଆଁ । ବିଚା ରାସ୍ତାରେ ବସଟି ହୁତୁ ହୁତୁ ହୋଇ ଜଳିଗଲା । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଛକରେ ଏକ ଯାତ୍ରୀବାହୀ ବସ୍‌ରେ ଅଗ୍ନିକାଣ୍ଡ ହୋଇଛି । ତେବେ ଏଥିରେ କେହି ମୃତାହତ ହୋଇ ନଥିବା ସୂଚନା ମିଳିଛି । ରୁଦ୍ରକାଳୀ ନାମକ ବସରେ…

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍; ନାବାଳିକା ମୃତ, ୪ ଗୁରୁତର

ମାହାଙ୍ଗା: କଟକ ଜିଲ୍ଲା ମାହାଙ୍ଗା ନିଶ୍ଚିନ୍ତକୋଇଲି ଥାନା କଟିକଟା ନିକଟରେ ସକାଳୁ ସକାଳୁ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ।ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହାତ ହୋଇଥିବା ସୂଚନା । ମୃତକ ଜଣଙ୍କ ଜଣେ ନାବାଳିକା ହୋଇଥିବା ବେଳେ ତାଙ୍କ ନାଁ ସରିତା ମଲ୍ଲିକ ବୋଲି…

ଝାରସୁଗୁଡାରେ ଭୟାବହ ଅଗ୍ନିକାଣ୍ଡ; ଗୋଟିଏ ପରିବାରର ୪ ଗୁରୁତର

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାନଗର ହରିଓମ୍‌ ବିହାରରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ଗୋଟିଏ ପରିବାରର ୪ଜଣ ଗୁରୁତର ହୋଇଥିବା ସୂଚନା। ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ, ବ୍ରଜରାଜନଗର ହରିଓମ ବିହାରରେ ଗୋଟିଏ ପରିବାର ରାତିରେ ଶୋଇଥିବା…