Latest Odisha News

BREAKING NEWS

ଚିନ୍ତା ବଢ଼ାଇଲା କଟକର କଂଟେନମେଂଟ ଜୋନ୍‌, ପୁଣି ଆଉ ୩୨ ଚିହ୍ନଟ

କଟକ: ଆଜି କଟକରୁ ପୁଣି ଆଉ ନୂଆ ୧୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କେବଳ ମାଗୋଦାମ, ବେହେରା ସ।।ହି ଓ ଜଲୁଆ ସାହି କଂଟେନମେଂଟ ଜୋନ୍‌ରୁ ୩୨ ଜଣ ଆକ୍ରାନ୍ତ ଅଛନ୍ତି । ଏହି ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ପୁରୁଷ ଥିବା ବେଳେ ଅଛନ୍ତି ୧୧ ଜଣ ମହିଳା ।…

ଓଡ଼ିଶା-ମୋ ପରିବାର ଓ ଜୀବନ ବିନ୍ଧୁର ମେଗା ରକ୍ତଦାନ ଶିବିର ଆରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଧୁ ପକ୍ଷରୁ ମେଗା ରକ୍ତ ଦାନ ଶିବିର ଆରମ୍ଭ ହୋଇଯାଇଛି । ଆସନ୍ତା ସପ୍ତାହେବ୍ୟାପୀ ରାଜ୍ୟର ୩୦ଟି ଜିଲ୍ଲା ଓ ସଦରମହକୁମାରେ ଏହି ରକ୍ତଦାନ ଶିବିର ଅଭିଯାନ ଚାଲିବ । ଆଜି ପ୍ରଥମ ଦିନରେ ୨୯ଟି…

ପାଇଖାନା ଟାଙ୍କି ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୬ଜଣଙ୍କ ଜୀବନ

ଦେଓଘର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ । ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୬ ଜଣଙ୍କ ଜୀବନ । ଝାଡଖଣ୍ଡର ନେଓଘର ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି । ପାଇଖାନା ଟାଙ୍କି ସଫା କରିବା ବେଳେ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ ଆସି ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପୂରା ଇଲାକାରେ ଚାଞ୍ଚଲ୍ୟ…

କଟକର କଂଟେନମେଂଟ ଜୋନ୍‌ରୁ ଅଧିକ କୋଭିଡ ପଜିଟିଭ ଚିହ୍ନଟ: ସିଏମ୍‌ସି କମିଶନର

କଟକ: କଟକର କଂଟେନମେଂଟ ଜୋନ୍‌ରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସହରର ଜଟି କଂଟେନମେଂଟ ଜୋନ୍‌ରୁ ୪୦୪ଟି କରୋନା ଆକ୍ରାନ୍ତ ବାହାରିଛନ୍ତି । ବେହେରା ସାହିରେ ୧୨୦୦ ଲୋକ ରହୁଥିବା ବେଳେ ଏଠାରୁ ୬୮୯ ଜଣଙ୍କର ନମୁନା ସଂଗ୍ରହ କରାଯାଇଛି। ଏଥିରୁ ୨୮୦ ଜଣଙ୍କର ନମୁନା ପଜିଟିଭ ଆସିଛି…

ଆଜି ଭୁବନେଶ୍ୱରୁ ପୁଣି ୧୬୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଧୀରେ ଧୀରେ ରାଜଧାନୀ ଭୁବନେଶ୍ୱରରେ କରୋନା ବିପଦ ବଢ଼ିବାରେ ଲାଗିଛି । ଏଠାରେ କରୋନା ଗ୍ରାଫ ଉପର ମୁହାଁ ରହିଛି । ଆଜି ପୁଣି ଭୁବନେଶ୍ୱରରୁ ୧୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୬୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।…

‘ଗ୍ରାମାଂଚଳ ଅପେକ୍ଷା ସହରାଂଚଳରେ ସଂକ୍ରମଣ ସଂଖ୍ୟା ଅଧିକ’

କଟକ: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସିଲିଭର ସିଟି କଟକରେ ମଧ୍ୟ ବିପଦ ବଢ଼ୁଛି । ଗ୍ରାମାଂଚଳ ଅପେକ୍ଷା ସହରାଂଚଳରେ ଅଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗ୍ରାମାଂଚଳରେ ୬୪.୯% ଏବଂ ସହରାଂଚଳରେ ୫୩.୦୧% ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ଆଜି ସାମ୍ବାଦିକ…

କାଲିଠୁ ପ୍ରବଳ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା…

ବିଜୟୱାଡା କୋଭିଡ କେୟାର ସେଂଟର ଅଗ୍ନିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ହାଇଦ୍ରାବାଦ: ବିଜୟୱାଡା କୋଭିଡ କେୟାସର ସେଂଟରରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି । ଏଥିସହ ୩୦ରୁ ଅଧିକ ଆହତ ହୋଇଛନ୍ତି । ସେପଟେ ଯେଉଁ ହୋଟେଲକୁ କୋଭିଡ-୧୯ କେୟାର ସେଂଟର କରାଯାଇଥିଲା ସେହି ହୋଟେଲ ଓ ଘରୋଇ ଡାକ୍ତରଖାନା ମ୍ୟାନେଜମେଂଟ ବିରୋଧରେ ମାମଲା ରୁଜୁ…

ସମ୍ପନ୍ନ ହେଲା ବାହୁବଳୀ ଫେମ ରାଣା ଦଗୁବତୀଙ୍କ ବିବାହ, ଫଟୋ ଭାଇରାଲ

ମୁମ୍ବାଇ: ଶେଷରେ ବହୁବଳୀର ଭଲ୍ଲାଲଦେବଙ୍କୁ ମଳିଗଲା ତାଙ୍କ ସ୍ୱପ୍ନର ଦେବସେନା । ହାତକୁ ଦି ହାତ ହେଲେ ଅଭିନେତା ରାଣା ଦଗୁବତୀ ଓ ମିହିକା ବଜାଜ । ଦୁଇଟି ରୀତିନୀତିରେ ସମ୍ପନ୍ନ ହୋଇଛି ତାଙ୍କ ବିବାହ । ଅଗଷ୍ଟ ୮ ତାରିଖରେ ଏ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଅଗଷ୍ଟ ୮…

ନୂଆଁଖାଇ ପାଳନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସୁରେଶ ପୂଜାରୀଙ୍କ ଚିଠି

ଭୁବନେଶ୍ୱର: ଆଗକୁ ଆସୁଛି ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ । କରୋନା ମହାମାରୀ ସଂକଟ ଭିତରେ କଟକଣା ମାନି ନୂଆଖାଇ କିଭଳି ପାଳନ କରାଯିବ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବରଗଡ଼ ସାଂସଦ ସୁରେଶ ପୂଜାରୀ । କୋଭିଡ୍ କଟକଣା ଓ ଗାଇଡଲାଇନ୍ ଭିତରେ…