ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ
ସମ୍ବଲପୁର: ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନଧାର୍ଯ୍ୟ ହୋଇଛି । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତୁଳା ଲଗ୍ନରେ ଅଗଷ୍ଟ ୨୮ ତାରିଖ ଗୁରୁବାର ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ ନିମନ୍ନେ…