ବଢୁଛି ଚିନ୍ତା; ୨୪ ଘଣ୍ଟାରେ ୬୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଗଡ଼ିଲା ୮୬୧ ଟି ମୁଣ୍ଡ
ନୂଆଦିଲ୍ଲୀ: ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ହୁ ହୁ ହୋଇ ବିଜୁଳି ଗତିରେ ଉପର ମୁଁହା ହୋଇ ଚାଲିଛି ସଂକ୍ରମିତଙ୍କ ଗ୍ରାଫ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧,୫୩,୦୧୧ ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪…