ଓଡିଶାର ୨୮ ଜିଲ୍ଲାରୁ ନୂଆ ୧୬୪୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୬୪୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୬୯୭ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…