ଅବହେଳାରେ ବରଗଡ଼ ପର୍ଯ୍ୟଟନ
ବରଗଡ଼: ବରଗଡ଼ ଜିଲ୍ଲାରେ ପୌରାଣିକ , ପ୍ରାକୃତିକ , ଐତିହାସିକ ସ୍ଥାନ ମାନଙ୍କର ଅଭାବ ନାହିଁ । କିନ୍ତୁ ପର୍ଯ୍ୟଟକ ମାନଙ୍କୁ ଆଧୁନିକ ବ୍ ବ୍ୟବସ୍ଥା ଥିବା ସେବା ଯୋଗେଇବା ପାଇଁ କୌଣସି ପଦକ୍ଷେପ ନିଆ ଯାଉନଥିବାରୁ ପର୍ଯ୍ୟଟନ ଶିଳ୍ପ ଅବହେଳିତ ଅବସ୍ଥାରେ ଅଛି। ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ…