ହୋଟେଲ୍ ଶିଳ୍ପ କ୍ଷେତ୍ରରେ ପ୍ରଭୁତ ଗବେଷଣାର ସୁଯୋଗ ରହିଛି: ବିଶେଷଜ୍ଞ
ଭୁବନେଶ୍ୱର: ହୋଟେଲ ଶିଳ୍ପ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ବୃହତ ଗବେଷଣାର ପ୍ରଭୁତ ସୁଯୋଗ ରହିଥିବା ବେଳେ ତାହା
ସମ୍ଭବ ହୋଇନାହିଁ । ମାତ୍ର କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ବିପର୍ଯ୍ୟୟ କ୍ଷେତ୍ରରେ ଯୋଜନା ଏବଂ କ୍ଷତି ପରିଚାଳନା
ଜରୁରୀ ବୋଲି ଜଣେ ବିଶେଷଜ୍ଞ ମତ ପ୍ରକାଶ କରିଛନ୍ତି ।…