ସୁକମାରେ ଏନକାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ
ସୁକମା: ଟଳିପଡିଲେ ୩ ମାଓବାଦୀ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା ଗୋଲାପାଲ୍ଲୀ ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା। ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼…