ଦିନକରେ ଦେଶରୁ ୧୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୪ ମୃତ
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୧୩୯ ନୂଆ ଆକ୍ରାନ୍ତ ଟଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୦୪ ଲକ୍ଷ ୧୩ ହଜାର ୪୧୭କୁ ବୃଦ୍ଧି ପାଇଛି ।
ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ଆଉ ୨୩୪ ଜଣ ସଂକ୍ରମିତଙ୍କ ଜୀବନ ନେଇଛି…