Latest Odisha News

BREAKING NEWS

କୋଭିଡ ପ୍ୟାକେଜର ଦ୍ୱିତୀୟ କିସ୍ତି ରିଲିଜ, କେନ୍ଦ୍ର ଦେଲା ୮୯୦. ୩୨ କୋଟି

ନୂଆଦିଲ୍ଲୀ: ପୁରା ଦେଶରେ ମାଡି ଚାଲିଛି ମାରତ୍ମକ ମହାମାରୀ କରୋନା । ଦିନକୁ ଦିନ ସଂକମଣ ବଢ଼ିବାରେ ଲାଗିଛି । ଏହାର ମୁକାବିଲା ପାଇଁ ଆଜି କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳମାନଙ୍କ ପାଇଁ ଆର୍ଥିକ ପ୍ୟାକେଜ ରିଲିଜ କରିଛନ୍ତି । ୮୯୦. ୩୨ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍…

ନବରଙ୍ଗପୁରରେ ଅଘଟଣ: ତେଲ ନଦୀରେ ବୁଡି ତିନି ଶିଶୁ ମୃତ

ନବରଙ୍ଗପୁର: ତେଲ ନଦୀରେ ବୁଡି ପ୍ରାଣ ହରାଇଲେ ତିନି ଶିଶୁ । ଏହି ଦୁଃଖଦ ଘଟଣାଟି ଘଟିଛି ତୋହରା ଅଂଚଳରେ । ମୃତକଙ୍କ ଭିତରେ ଦୁଇ ଜଣ ଝିଅ ଥିବା ବେଳେ ଜଣେ ପୁଅ ରହିଛନ୍ତି । ଏମାନଙ୍କ ବୟସ ୩ରୁ ୬ ବର୍ଷ ମଧ୍ୟରେ । ସୂଚନାଯୋଗ୍ୟ ଯେ, ଏହି ଶିଶୁମାନେ ଆଜି ନଦୀକୁ ଗାଧୋଇବାକୁ ଯାଇଥିଲେ । ଏହି…

ଅନ୍‌ଲାଇନ୍‌ରେ ଜଗା ଦର୍ଶନ !

ପୁରୀ: କରୋନା ମହାମାରୀ ଯୋଗୁଁ ଦୀର୍ଘ ଦନ ହେବ ସମସ୍ତ ଧାର୍ମିକ ପୀଠ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିଛି । ପୁରୀରେ ବି ଶ୍ରୀଜିଉଙ୍କ ଦର୍ଶନରୁ ଶ୍ରଦ୍ଧାଳୁମାନେ ବଂଚିତ ଅଛନ୍ତି । ଏହାକୁ ଆଧାର କରି ଆଜି ଜଗା ଦର୍ଶନ ପାଇଁ ବିଚାର ବିମର୍ଶ ଚାଲିଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଅନଲାଇନ୍ ମାଧ୍ୟମରେ…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା : ପତ୍ନୀ ବିଦ୍ୟାଶ୍ରୀ ଓ ତିନି ସହଯୋଗୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ଵର : ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣାକୁ ମାସେ ପୂରିବାକୁ ବସିଲାଣି କିନ୍ତୁ ଏଯାଏଁ ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରୁନାହିଁ । ତେଣୁ ପତ୍ନୀ ବିଦ୍ୟାଶ୍ରୀ ଓ ତାଙ୍କ ତିନି ସହଯୋଗୀଙ୍କ ପଲିଗ୍ରାଫ ଟେଷ୍ଟ କରାଯିବ ବୋଲି ସୂଚନା ଦେଇଛି କ୍ରାଇମବ୍ରାଞ୍ଚ ।…

ବଲାଙ୍ଗିର ଜିଲ୍ଲା ୪ ଦିନ ସଟ୍‌ଡାଉନ୍‌

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ । ଏଥିପାଇଁ ସ୍ଥିତି ନିୟନ୍ତ୍ରଣ ଲାଗି ଜିଲ୍ଲା ପ୍ରଶାସନ ପୁଣି ଥରେ କଡା ପଦକ୍ଷେପ ନେଇଛି । ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତା ୮ ତାରିଖରୁ ୧୧ ପର‌୍ୟ୍ୟନ୍ତ ଜିଲ୍ଲା ସମ୍ପୂର୍ଣ୍ଣ ସଟ୍ ଡାଉନ୍ ରହିବ ।…

ରେପୋ ରେଟ୍ ଅପରିବର୍ତ୍ତିତ ରହିଛି: ଆରବିଆଇ ଗଭର୍ଣ୍ଣର

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍ ଯୋଗୁଁ ଭାରତର ଅର୍ଥନୀତି ଏକପ୍ରକାର ମାନ୍ଦା ହୋଇପଡିଛ । ଏପରି ସମୟରେ ଆରବିଆଇ ଏମପିସି)ର ତୃତୀୟ ତ୍ରୟମାସିକ ବୈଠକ ପରେ ରେପୋ ରେଟରେ କୌଣସି ପରିବର୍ତ୍ତନ କରାଯାଇନାହିଁ । ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଆଜି ଦିନ ୧୨ଟାରେ ମୁଦ୍ରାନୀତିର…

ଆରବିଆଇର ନୂଆ ନିୟମ; ସୁନା ଗହଣା ଉପରେ ମିଳିବ ୯୦% ଲୋନ୍‌

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍ ଯୋଗୁଁ ଭାରତର ଅର୍ଥନୀତି ମାନ୍ଦାବସ୍ଥା ଦେଇ ଗତି କରୁଛି । ଏପରି ସମୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଆଜି ଦିନ ୧୨ଟାରେ ମୁଦ୍ରାନୀତିର ସମୀକ୍ଷା କରିଛନ୍ତି ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ବ୍ୟାଙ୍କ ଏବେ ସୁନା ଗହଣା ଉପରେ ୯୦ ପ୍ରତିଶତ…

‘ପ୍ରକୃତି ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ’

ଭୁବନେଶ୍ୱର: କଂଗ୍ରେସର ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ ଆଜି ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କ କୃଷି ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, କୃଷି ମନ୍ତ୍ରୀ କହୁଛନ୍ତି, ଚାଷୀଙ୍କୁ ଅନଲାଇନରେ ପାଠ ପଢାଇଛୁ । ହେଲେ ଗୋଟିଏ…

ରାଜ୍ୟର ସବୁ କୋଭିଡ୍ ହସପିଟାଲର ଯାଂଚ ହେବ: ଅଗ୍ନିଶମ ଡିଜି

ଭୁବନେଶ୍ୱର: ଅହମ୍ମଦାବାଦର କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କ ଜୀବନ ଚାଲିଯିବା ପରେ ଆମ ରାଜ୍ୟର ବିଭିନ୍ନ କୋଭିଡ୍ ହସପିଟାଲରେ ଥିବା ଅଗ୍ନି ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି । ଏଭଳି ସ୍ଥିତିରେ ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି ଟ୍ୱିଟ୍ କରି ସ୍ପଷ୍ଟ କରିଛନ୍ତି ଯେ,…

ଅହମ୍ମଦାବାଦ ଅଗ୍ନିକାଣ୍ଡ: ଟ୍ୱିଟ୍ କରି ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଗୁଜୁରାଟର ଅହମ୍ମଦାବାଦରେ କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ରେ ନବୀନ ଲେଖିଛନ୍ତି ଯେ, ଦୁର୍ଘଟଣାରେ ସେ ଗଭୀର ଭାବେ ମର୍ମାହତ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଏଭଳି ଦୁଃଖଦ ସ୍ଥିତିର…