Latest Odisha News

BREAKING NEWS

ଆଜିଠୁ ମ୍ୟାଟ୍ରିକ ଖାତା ପୁନଃ ଯାଞ୍ଚ ଆବେଦନ; କିପରି କରିବେ ଜାଣନ୍ତୁ

ଭୁବନେଶ୍ୱର: ଆଜିଠାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମ୍ୟାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ଓ ଉଭୟ ଖାତାର ଜେରକ୍ସ କପି ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ ହୋଇଛି । ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ଆବେଦନର ସମସ୍ତ ନିୟମାବଳୀ ଉପଲବ୍ଧ ରହିଛି। ଏହି ରିଚେକିଂ…

ନବରଙ୍ଗପୁର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଲା କରୋନା, ୨୪ ଘଣ୍ଟାରେ ଆଉ ୧୦ ମୃତ

ଭୁବନେଶ୍ୱର: କରୋନା ମାଡୁଛି । ପ୍ରତିଦିନି ନୂଆ ନୂଆ ଜିଲ୍ଲାରୁ ଜୀବନ ନେଉଛି । ନବରଙ୍ଗପୁର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ଜଣେ ସଂକ୍ରମିତ ମୃତ୍ୟୁବଣ କରିଛନ୍ତି । ଏହାସହ ଗତ ୨୪ ଘଣ୍ଟାରେ ରାଜ୍ୟର ୭ଟି ଜିଲ୍ଲାରୁ ୧୦ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି…

ଟ୍ରମ୍ପଙ୍କ ଉପରେ ଟ୍ୱିଟରର କଟକଣା

ନୂଆଦିଲ୍ଲୀ: ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରାମ୍ପଙ୍କ ଉପରର କଟକଣା ଲାଗାଇଲା ଟ୍ୱିଟର । ଟ୍ୱିଟର ଟ୍ରମ୍ପଙ୍କ ବ୍ୟକ୍ତିଗତ ଆକାଉଣ୍ଟ ଉପରେ ଅସ୍ଥାୟୀ ରୋକ ଲଗାଇଛି । ଟ୍ୱିଟର ଅଭିଯୋଗ ମୁତାବକ, ଟ୍ରମ୍ପ ମହାମାରୀ କରୋନା ଭୂତାଣୁକୁ ନେଇ ଭ୍ରମାତ୍ମକ ତଥ୍ୟ ସୋସିଆଲ ମିଡିଆରେ ସେୟାର…

ରାଜ୍ୟରେ ୧୬୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪୦ ହଜାର ଟପିଲା ପଜିଟିଭ୍ କେସ୍

ଭୁବନେଶ୍ୱର: ଜୁଲାଇ ପରେ ଅଗଷ୍ଟରେ ବି ରାଜ୍ୟରେ କାୟା ବିସ୍ତାର କରୁଛି କରୋନା । ପଜିଟିଭ୍ କେସ୍ ୪୦ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ୨୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧ହଜାର ୬୯୯ ନୂଆ ଭୂତାଣୁ ସଂକ୍ରମିତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୧ ହଜାର ୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍…

ଆତଙ୍କବାଦୀଙ୍କ ଗୁଳିରେ ଟଳିଲେ ଆଉ ଜଣେ ବିଜେପି ସରପଞ୍ଚ

ଜମ୍ମୁ କଶ୍ମୀର: ଦକ୍ଷିଣ କଶ୍ମୀରର କୁଲଗାମରେ ଗୁଳି କରି ଜଣେ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ । କ୍ୱାଜିଗୁଣ୍ଡ ବ୍ଲକ ଅନ୍ତର୍ଗତ ବେସୁର ବିଜେପି ସରପଞ୍ଚଙ୍କୁ ଗୁଳି କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ମୃତ ଘୋଷଣା କରିଥିଲେ ଡାକ୍ତର…

କମିବ କି ସୁଧହାର, କି ଘୋଷଣା କରିବେ ଆରବିଆଇ ଗଭର୍ଣ୍ଣର ?

ନୂଆଦିଲ୍ଲୀ: କୋଭିଡ୍ ଯୋଗୁ ଅର୍ଥନୀତି ଏବେ କୋମାରେ । ବିଭିନ୍ନ ସେକ୍ଟରରେ ମାନ୍ଦାବାସ୍ଥା । ଏଭଳି ସମୟରେ କମିବ କି ରେପୋ ରେଟ୍ । ଭାରତୀୟ ରିଜର୍ଭ ବ୍ୟାଙ୍କର ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଛି । ଆଜି ମଧ୍ୟାହ୍ନ ୧୨ଟାରେ ଦ୍ୱିମାସିକ ମୁଦ୍ରାନୀତିର ସମୀକ୍ଷା ପରେ ସୂଚନା ଦେବେ ଆରବିଆଇ…

ଦେଶରେ ୪୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା: ଆଜି କେତେ ସଂକ୍ରମିତ ଚିହ୍ନଟ ଜାଣନ୍ତୁ

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୫୬,୨୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୪ ଜଣଙ୍କର ଜୀବନ ଯାଇଛି ।…

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, କାଲି ଗଡ଼ିବନି ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର-ମୁମ୍ୱାଇ (୦୧୦୨୦) କୋଣାର୍କ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ ବାତିଲ । ସଂଯୋଗକାରୀ ଟ୍ରେନ୍ ନ ଆସିବା କାରଣରୁ ଆସନ୍ତାକାଲି ଭୁବନେଶ୍ୱରରୁ ଛାଡ଼ିବ ନାହିଁ କୋଣାର୍କ ଏକ୍ସପ୍ରେସ । ସେହିପରି ପ୍ରବଳ ବର୍ଷା ଯୋଗୁ ମୁମ୍ୱାଇ ରେଲଓ୍ୱେ ଟ୍ରାକରେ…

ବାଲୁକା କଳାରେ ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ତଥା ଦେଶର ସମ୍ମାନସ୍ପଦ ନେତ୍ରୀ ସ୍ୱର୍ଗତ ସୁଷମା ସ୍ୱରାଜଙ୍କର ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ। ବର୍ଷେ ତଳେ ଆଜିର ଦିନରେ ସୁଷମା ପ୍ରାଣ ହରାଇଥିଲେ । ତାଙ୍କ ବିଦାୟ ସହ ଭାରତ ହରାଇଥିଲା ଏକ ମହାନ ରାଜନେତ୍ରୀ । ଆଜି ତାଙ୍କର…

ଅହମ୍ମଦାବାଦ ଟ୍ରାଜେଡି: ସହାୟତା ଘୋଷଣା କଲେ ପିଏମ୍, ତଦନ୍ତ ନିର୍ଦ୍ଦେଶ ଦେଲେ ସିଏମ୍

ଅହମ୍ମଦାବାଦ: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡରେ ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତି ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଦିଆଯିବ ।…