Latest Odisha News

BREAKING NEWS

ମାହାଙ୍ଗା ଡବଲ ମର୍ଡର ଘଟଣା, ଆଉ ଜଣେ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣା ଆଉ ଜଣେ ଅଭିଯୁକ୍ତ ଗିରଫ କରିଛି ଗ୍ରାମାଞ୍ଚଳ ପୋଲିସ । ଏଥି୍ ସହ ମୋଟ ଗିରଫଦାରୀ ସଂଖ୍ୟା ୭ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ, ଗତ ୨ତାରିଖ ରାତିରେ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବାଇକରେ ଫେରୁଥିବା ବେଳେ…

କପିଲ ଶର୍ମାଙ୍କୁ ସମନ୍ ଜାରି କଲା ମୁମ୍ବାଇ କ୍ରାଇମ୍ ବ୍ରାଂଚ

ମୁମ୍ବାଇ: କମେଡି କିଙ୍ଗ୍ କପିଲ ଓ କଣ୍ଟ୍ରୋଭର୍ସି । ଏହି ଦୁଇଟି ଶବ୍ଦ ଦର୍ଶକଙ୍କ ପାଇଁ କିଛି ନୂଆ ନୁହେଁ । ପୂର୍ବରୁ ରାତି ଅଧିଆ ଟୁଇଟ୍‌, କମେଡିଆନ୍ ସୁନୀଲ ଗ୍ରୋଭରଙ୍କ ସହ ଝଗଡା ଓ କମେଡି ନାଇଟ୍ସ ଭଳି ସୋର ପ୍ରାପ୍ୟ ପାଇଁ କପିଲ ବିବାଦରେ ଥିଲେ । ହେଲେ ଏବେ ଏକ ନୂଆ ବିବାଦ ପାଇଁ…

ଗୁରୁ ରନ୍ଧାୱାଙ୍କ ସହ କିଏ ଏହି ରହସ୍ୟମୟୀ ଯୁବତୀ ?

ମୁମ୍ବାଇ: ନିର୍ବନ୍ଧ କଲେ କି ପଂଜାବୀ ସିଙ୍ଗର ତଥା ଅଭିନେତା ଗୁରୁ ରନ୍ଧାୱା ? କିଏ ଏହି ରହସ୍ୟମୟୀ ଯୁବତୀ ? ପଂଜାବୀ ସିଙ୍ଗର ଗୁରୁ ଏହି ଫଟୋଟିକୁ ସୋସିଆଲ ମିଡିଆରେ ସେୟାର କରିବା ପରେ କିଛି ଏପରି ପ୍ରଶ୍ନ ଇଣ୍ଟରନେଟରେ ଭାଇରାଲ୍ ହୋଇଛି । ଏପରିକି ଗୁରୁଙ୍କ ଫ୍ୟାନମାନେ ବି ଦ୍ୱନ୍ଦରେ…

ହସ୍ପିଟାଲ୍ ଛାଡିଲେ ଅଭିନେତା ରାହୁଲ ରୟ !

ମୁମ୍ବାଇ: ସେଲିବ୍ରିଟି ଓ ହସ୍ପିଟାଲ । ବୋଧ ହୁଏ ଏହି ଦୁଇଟି ଶବ୍ଦର ନିବିଡତା ଗତବର୍ଷଠାରୁ ସାମାନ୍ୟ ଅଧିକ ରହିଛି । ଏହି କାରଣରୁ ଅନେକ ସେଲିବ୍ରିଟି ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହି ଧାରାରେ ଅଭିନେତା ରାହୁଲ ରୟ ବ୍ରେନ୍ ଷ୍ଟ୍ରୋକରେ ଶିକାର ହୋଇ…

ରାଉରକେଲା ଗ୍ୟାସ ଲିକ୍ ଡ୍ରାଜେଡି: ତଦନ୍ତ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ ଘଟଣାର ତଦନ୍ତ କରିବା ଉଚ୍ଚସ୍ତରୀୟ କମିଟି । ବୋକାରୋ ଷ୍ଟିଲପ୍ଲାଣ୍ଟ ଇଡି ଅତନୁ ଭୌମିକଙ୍କ ନେତୃତ୍ୱରେ ଟିମ୍ ଗଠନ କରିଛି ଷ୍ଟିଲ୍ ଅଥରିଟି ଅଫ ଇଣ୍ଡିଆ । ତଦନ୍ତକାରୀ ଟିମରେ କୋଲକାତା, ଭିଲାଇ, ଦୁର୍ଗାପୁର ଷ୍ଟିଲପ୍ଲାଣ୍ଟ ସିଜିଏମ୍…

ସରକାରୀ ସ୍କୁଲରେ ପାଠ ପଢ଼ିଲେ ଉଚ୍ଚଶିକ୍ଷାରେ ସଂରକ୍ଷଣ ନେଇ ଉଚ୍ଚସ୍ତରୀୟ କମିଟି ଗଠନ, କିଏ କିଏ ରହିଲେ ଜାଣନ୍ତୁ

ଭୁବନେଶ୍ୱର: ସରକାରୀ ସ୍କୁଲରେ ପାଠ ପଢ଼ିଲେ ମେଡିକାଲ୍ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସଂରକ୍ଷଣ ରହିବ । ଏସମ୍ପର୍କିତ ପ୍ରସ୍ତାବ ଉପରେ ନିକଟରେ ରାଜ୍ୟ କ୍ୟାବିନେଟ ମୋହର ମାରିଥିଲା । କ୍ୟାବିନେଟ ନିଷ୍ପତ୍ତି ପରେ ସରକାର ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଗଠନ କରିଛନ୍ତି ।…

ସୋନୁ ସୁଦଙ୍କ ବିରୋଧରେ ଥାନାରେ ଏତଲା !

ମୁମ୍ବାଇ: କିଛି ଦିନ ଧରି ଚର୍ଚ୍ଚା ଚାଲିଛି । ଗୁଗଲ୍‌ରେ ରିୟଲ୍ ହିରୋ ଲେଖି ସର୍ଚ୍ଚ କରିବା ମାତ୍ରେ ବଲିଉଡ ଅଭିନେତା ସୋନୁ ସୁଦଙ୍କ ନାଁ ସାମ୍ନାକୁ ଆସୁଛି । କରୋନା ମହାମାରୀ ସମୟରେ ସାଧାରଣ ଲୋକଙ୍କୁ ସୋନୁ ସୁଦଙ୍କ ସହାୟତାକୁ ନେଇ ଅନେକ ଉଦାହରଣ ସାମ୍ନାକୁ ଆସିଛି । କେଉଁଠି ମନ୍ଦିର…

ଖୋର୍ଦ୍ଧା ବାଇପାସରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

ଭୁବନେଶ୍ୱର: କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ୧କିଲୋ ୩୧୦ ଗ୍ରାମ ଧଳଜହର ଜବତ ହୋଇଛି । ଯାହାର ମୂଲ୍ୟ କୋଟିଏରୁ ଅଧିକ ଟଙ୍କା ହେବ । ଖୋର୍ଦ୍ଧା ବାଇପାସ ଜାତୀୟ ରାଜପଥରୁ ଚଢାଉ କରି ବିପୁଳ ପରିମାଣର ବ୍ରାଉନସୁଗର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଜଣେ ବେପାରୀଙ୍କୁ…

ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀ ଗଣନା, ୨୧ଟି ଟିମ୍‌ ସାମିଲ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ଆଜିଠାରୁ ଆରମ୍ଭ ହୋଇଛି ବିଦେଶୀ ପକ୍ଷୀ ଗଣନା । ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ା ଫରେଷ୍ଟ ଡିଭିଜନର ମୋଟ ୨୧ଟି ଟିମ୍‌ ଗଣନା କାମରେ ଲାଗିଛନ୍ତି । ଏହାସହ ସମ୍ବଲପୁର OUATର ଛାତ୍ରଛାତ୍ରୀ ମଧ୍ୟ ସାମିଲ ହୋଇଛନ୍ତି । ହୀରାକୁଦ ଜଳଭଣ୍ଡାରରେ ୧୮ଟି ଓ ପାୱାର…

ପରଦାକୁ ଫେରୁଛନ୍ତି ଜିନତ୍ ଅମାନ୍

ମୁମ୍ବାଇ: ଅଭିନେତ୍ରୀ ଜିନତ୍ ଅମାନ୍ । ଦିନ ଥିଲା ଏହି ଅଭିନେତ୍ରୀ ବଲିଉଡରେ ସାଜିଥିଲେ ବୋଲ୍ଡ କ୍ୱିନ୍ । ହେଲେ ବୟସ ବଢିବା ସହ ଅଭିନୟ ଜଗତରେ ସେ ଏତେଟା ସକ୍ରିୟ ନୁହଁନ୍ତି । କାଁ ଭାଁ ଚଳଚ୍ଚିତ୍ର ଜରିଆରେ ସେ ଆଜି ବି ନିଜ ପରିଚୟ ବଂଚାଇ ରଖିଛନ୍ତି । ଶୁଣିବାକୁ ମିଳିଛି ଏକ ଫିଲ୍ମ ପାଇଁ ସେ…