Latest Odisha News

BREAKING NEWS

ପ୍ରସିଦ୍ଧ ଗାୟକ ଏସ୍‌ପି ବାଲସୁବ୍ରମଣ୍ୟମ କରୋନା ପଜିଟିଭ

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଏସପି ବାଳସୁବ୍ରମଣ୍ୟମ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ବିଷୟରେ ସେ ନିଜେ ବୁଧବାର ଏକ ଭିଡିଓ ଜାରି କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କୁ କିଛି ଦିନ ତଳେ ଜ୍ବର,ଥଣ୍ଡା ହୋଇଥିଲା, ଯାହା ପରେ ତାଙ୍କର କୋଭିଡ-୧୯ ଟେଷ୍ଟ କରାଯାଇଥିଲା। ପରେ ସେ କୋଭିଡ…

ରାମମନ୍ଦିର ଭୂମି ପୂଜନରେ ମୋଦିଙ୍କୁ କ’ଣ ଦକ୍ଷିଣା ମାଗିଲେ ପୁରୋହିତ, ଜାଣନ୍ତୁ

ଅଯୋଧ୍ୟା: ୫ଶହ ବର୍ଷ ଅପେକ୍ଷାର ଅନ୍ତ ଘଟିଛି । ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ହୋଇଛି ଶିଳାନ୍ୟାସ । ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ଭବ୍ୟ, ଦିବ୍ୟ ରାମମନ୍ଦିରର ନିର୍ମାଣର ଭୂମିପୁଜା ଓ ଶିଳାନ୍ୟାସ କରାଯାଇଛି । ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମି ପୁଜା…

ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଏବେ ଖୋଲିବନି ନନ୍ଦନକାନନ । ଗୋଟିଏ ପଟେ କରୋନା ସଂକ୍ରମଣ ଭୟ ଓ ଅନ୍ୟ ପକ୍ଷରେ ବର୍ଷା ଦିନ ଥିବାରୁ ବର୍ତ୍ତମାନ ନନ୍ଦନକାନନ ଖୋଲିବା ସମ୍ଭାବନା ନାହିଁ ବୋଲି ସୂଚନା ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ । ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିଲେ ଏହା…

କରୋନା ଓ ମୁଦ୍ରିତ ଗଣମାଧ୍ୟମ ଉପରେ ପ୍ରଭାବ

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ମହାମାରୀ କରୋନାକୁ ନେଇ ବିଶ୍ୱ ଯେମିତି ଆତଙ୍କିତ, ସେମିତି ତାର ଗୁରୁତର ପ୍ରଭାବ ଭାରତୀୟ ଗଣମାଧ୍ୟମ ଉପରେ ଦେଖିବାକୁ ମିଳିଛି । ବିଶେଷକରି ମୁଦ୍ରିତ ଗଣମାଧ୍ୟମ କରୋନା ଦ୍ୱାରା ବେଶ ପ୍ରଭାବିତ ହୋଇଛି । ପୁଣି ଆଗକୁ…

ଆମ ସଂସ୍କୃତିର ଆଧୁନିକ ପ୍ରତିକ ହେବ ରାମ ମନ୍ଦିର: ମୋଦି

ଅଯୋଧ୍ୟା: ୫ଶହ ବର୍ଷର ଅପେକ୍ଷାର ଅନ୍ତ ଘଟିଛି । ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣର ଭୂମିପୂଜା ଓ ଶିଳାନ୍ୟାସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି, ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ଭାରତୀୟ…

ଭିଜିଲାନ୍ସ ଜାଲରେ ପୁରୀ ଓ୍ୱାଇଲ୍ଡ ଲାଇଫ ଏସିଏଫ୍, ୫ଟି ସ୍ଥାନରେ ରେଡ୍

ପୁରୀ: ଭିଜିଲାନ୍ସ ଜାଲରେ ପୁରୀ ସହକାରୀ ବନ ସଂରକ୍ଷକ । ତାଙ୍କ ନାଁ ପ୍ରଶାନ୍ତ କୁମାର ସ୍ୱାଇଁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଏସିଏଫଙ୍କ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭୁବନେଶ୍ୱର ଭିଜିଲାନ୍ସ ଟିମ୍ । ଭୁବନେଶ୍ୱରରେ ଥିବା ଘର, ବାଲିପାଟଣାରେ ଥିବା…

ପୂର୍ବତନ ଓଡିଶା ଗୁଇନ୍ଦା ଡିଜି ଏସ୍‌ଏନ୍ ତିୱାରୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ଓଡ଼ିଶା ଗୁଇନ୍ଦା ଡିଜି ଏସ୍‌ଏନ୍ ତିୱାରୀଙ୍କ ପରଲୋକ । ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ଧରି ସେ କ୍ୟାନ୍‌ସରରେ ପୀଡିତ ଥିଲେ । ଏସ୍‌ଏନ୍ ତିୱାରୀଙ୍କ ପରଲୋକଙ୍କ…

‘ପୂରଣ ହେଲା ୧୩୫ କୋଟି ଭାରତୀୟଙ୍କ ସଂକଳ୍ପ’

ଅଯୋଧ୍ୟା: ସବୁୁ ପ୍ରତିକ୍ଷାର ଘଟିଛି ଅନ୍ତ । ରାମ ଜନ୍ମଭୂମିରେ ଭବ୍ୟ ରାମମନ୍ଦିର ନିର୍ମାଣ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ କହିଛନ୍ତି, ପାଞ୍ଚ ଶତାବ୍ଦୀ ପରେ ୧୩୫ କୋଟି ଭାରତୀୟଙ୍କ ସଂକଳ୍ପ…

‘ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ପାଇଁ ନୁହେଁ, କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା କରିବୁ’

ଭୁବନେଶ୍ୱର: କାରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଆଜି ସନ୍ଧ୍ୟାରେ ୨ ମିନିଟ ନୀରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । ଏଥିସହ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ କାର୍ଯ୍ୟକ୍ରମ ମଧ୍ୟ ରହିଛି । ତେବେ ଏହି…

କରୋନାକୁ ମାତ ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ, ହସ୍ପିଟାଲରୁ ଡିସଚାର୍ଜ

ଭୋପାଳ: ସୁସ୍ଥ ହେଲେ କରୋନା ସଂକ୍ରମିତ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାଣ । ଚିରାୟୁ ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଛି । ଘରକୁ ଫେରିଛନ୍ତି ଶିବରାଜ । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ହସ୍ପିଟାଲରୁ ଡିସଚାର୍ଜ ବେଳେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ…