Latest Odisha News

BREAKING NEWS

ଚୀନ୍‌ ସହିତ ମୁକାବିଲା ପାଇଁ ଭାରତ ଏବଂ ଆମେରିକା ମଧ୍ୟରେ ଘନିଷ୍ଠ ସମ୍ପର୍କ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ଆମେରିକା

ନୂଆଦିଲ୍ଲୀ: ଆମେରିକା ପ୍ରାୟ ୬ ମାସ ଧରି ସୀମାରେ ଭାରତ ଏବଂ ଚୀନ୍ ମଧ୍ୟରେ ଉତ୍ତେଜନା ଭିତରେ ଭାରତକୁ ଏକ ବଡ଼ ବୟ‌ାନ ଦେଇଛି। ଭାରତରେ ଆମେରିକାର ରାଷ୍ଟ୍ରଦୂତ କେନେଥ ଜଷ୍ଟର କହିଛନ୍ତି ଯେ ଚୀନ୍‌ର କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ପାଇଁ ଭାରତ ଏବଂ ଆମେରିକା ମଧ୍ୟରେ ଘନିଷ୍ଠ ସମ୍ପର୍କ…

ଟ୍ରକରୁ ୨୦ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ମୂଲ୍ୟ ୧କୋଟି ୪୦ଲକ୍ଷ ଟଙ୍କା

ରାୟଗଡ଼ା: ଚୋରା ଚାଲାଣ ବେଳେ ଗଞ୍ଜେଇ ବୋଧେଇ ଟ୍ରକକୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ସ୍ଥିତ ଟିକରପଡ଼ା ହରିଜନ ସାହିର ପାଞ୍ଚ ନମ୍ବର ରାଜ୍ୟ ରାଜପଥ ନିକଟରୁ ଟ୍ରକକୁ ଜବତ କରାଯାଇଥିଲା । ଯାଞ୍ଚ ବେଳେ ୨୦ କ୍ୱିଣ୍ଟାଲ (୨୦୦୦ କିଲୋ) ଗଞ୍ଜେଇ ଜବତ ହୋଇଛି । ଯାହାର…

ଏ.ଆର୍‌. ରହମାନ: ଫିଲ୍ମ ‘ରୋଜା’ରୁ ବଲିଉଡ୍‌ରେ ପାଇଥିଲେ ସ୍ୱତନ୍ତ୍ର ପରିଚୟ; ହାତେଇଥିଲେ ଅନେକ…

ନୂଆଦିଲ୍ଲୀ: ବଲିଉଡର ବିଶ୍ୱବ୍ୟାପୀ ପ୍ରସିଦ୍ଧି ଲାଭ କରିଥିବା ସଂଗୀତଜ୍ଞ ତଥା ସଙ୍ଗୀତ ନିର୍ଦ୍ଦେଶକ ଏ ଆର୍ ରହମାନ ବୁଧବାର ତାଙ୍କର ୫୪ ତମ ଜନ୍ମଦିନ ପାଳନ କରୁଛନ୍ତି। ଏ ଆର୍ ରହମାନ ଅନନ୍ୟ କଳା ସହିତ ବଲିଉଡ ଏବଂ ସମଗ୍ର ବିଶ୍ବରେ ଏକ ଭିନ୍ନ ସ୍ଥାନ ହାସଲ କରିଛନ୍ତି। ସେ ଭାରତୀୟ ସିନେମାରେ…

ରାଜ୍ୟରୁ ଆଜି ଚିହ୍ନଟ ହେଲେ ୨୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମିଛି କରୋନା କାୟା । ତିନି ଶହ ଭିତରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୩୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୯୮ଟି । ୨୮ ଜିଲ୍ଲାରୁ ନୂଆ…

ରେଳ ଭଡା ବଢିବାର କିଛି ନିଷ୍ପତ୍ତି ହୋଇନି:କେନ୍ଦ୍ର

ନୂଆଦିଲ୍ଲୀ-ରେଳ ଭଡା ବଢିବା ନେଇ କେତେକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରୁ ଖଣ୍ଡନ କରିଛନ୍ତି କେନ୍ଦ୍ର ସରକାର । ଯାତ୍ରୀ ଭଡା ବୃଦ୍ଧି କରା ଯିବା ନେଇ ଏବେ କୌଣସି ନିଷ୍ପତ୍ତି ହୋଇନଥିଲା କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରା ଯାଇଛି । କେତେକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ଯେ,…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୬ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ଭାଇରସ୍‌ର ପରିବର୍ତ୍ତିତ ରୂପ କରୋନା ବୃଦ୍ଧିର ଆଶଙ୍କା ପୁଣି ବଢାଇଛି। ଆମେରିକା ଏବଂ ଭାରତ ହେଉଛି କରୋନା ଦ୍ୱାରା ପ୍ରଭାବିତ ସବୁଠାରୁ ବଡ ଦେଶ। ବର୍ତ୍ତମାନ କରୋନାର ଚିକିତ୍ସା ପାଇଁ ‌ବିଭିନ୍ନ ଦେଶରେ ଟିକା ଅନୁମୋଦନ କରାଯାଇଛି। ଏଥି ସହିତ ଗତ ୨୪ ଘଣ୍ଟା…

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‍, ୨ କର୍ମଚାରୀ ମୃତ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‍ । କୋଲ କେମିକାଲ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ ହୋଇଥିବା ସୂଚନା ମିଳିଛି । ଏଥିରେ  ୨ କର୍ମଚାରୀ ମୃତ୍ୟୁବରଣ କରିଛନ୍ତି । ଆଇଜିଏଚ୍ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି । ଆଉ ୨ ଜଣଙ୍କ ଅବସ୍ଥା ଗୁରୁତର…

ଯିବା ପୂର୍ବରୁ ଚୀନ୍‌କୁ‌ ପୁଣି ଶକ୍ତ ଝଟ୍‌କା ଦେଲେ ଟ୍ରମ୍ପ୍‌

ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଚାଇନାକୁ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଆଲିପେ ଏବଂ ୱି ଚାଟ୍‌ ପେ ସମେତ ଚାଇନାରେ ଆଠଟି ଅନଲାଇନ୍ ପେମେଣ୍ଟ ସମ୍ବନ୍ଧୀୟ ଆପ୍ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପ ଏକ କାର୍ଯ୍ୟନିର୍ବାହୀ ଆଦେଶରେ ଦସ୍ତଖତ କରିଛନ୍ତି। ଏହା…

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‍, ୧୦ କର୍ମଚାରୀ ଅସୁସ୍ଥ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‍ । କୋଲ କେମିକାଲ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ ହୋଇଥିବା ସୂଚନା ମିଳିଛି । ଏଥିରେ ୧୦ କର୍ମଚାରୀ ଅସୁସ୍ଥ ହୋଇଛନ୍ତି । ସେମାନଙ୍କୁ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇଛି । ଅସୁସ୍ଥଙ୍କ ମଧ୍ୟରୁ ୪ କର୍ମଚାରୀଙ୍କ ଅବସ୍ଥା ଗୁରୁତର…

ଇସ୍ରୋର ଓଡିଆ ବୈଜ୍ଞାନିକଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ!

ବେଙ୍ଗଳୁରୁ: ଇସ୍ରୋର ଜଣେ ବରିଷ୍ଠ ବୈଜ୍ଞାନିକ ତପନ ମିଶ୍ର ଅଭିଯୋଗ କରିଛନ୍ତି ଯେ, ତାକୁ ବିଷ ଦିଆଯାଇଥିଲା । ପ୍ରାୟ ୩ ବର୍ଷ ତଳେ ତାଙ୍କୁ ବିଷ ଦିଆ ଯାଇ ତ୍ୟା କରିବାକୁ ଉଦ୍ୟମ ହୋଇଥିବା ସେ ଅଭିଯୋଗ କରିଛନ୍ତି । ୨୦୧୭ ମେ ୨୩ ତାରିଖରେ ତାଙ୍କୁ ଜୀବନ ନାଶକ ଆର୍ସେନିକ ଟ୍ରାଇଅକ୍ସାଇଡ…