Latest Odisha News

BREAKING NEWS

ପରିବର୍ତନଶୀଳ ପରିବେଶ ସହ ହୋଟେଲ ଶିଳ୍ପ ଖାପ ଖୁଆଇବା ଜରୁରୀ

ଭୁବନେଶ୍ୱର: ବିଶ୍ୱରେ ଦ୍ରୁତଗତିରେ ଶିକ୍ଷା ବ୍ୟବସ୍ଥାରେ ପରିବର୍ତନ ହେଉଥିବା ବେଳେ ବର୍ତମାନ ପରିସ୍ଥିତିରେ ଶିକ୍ଷା ଗ୍ରହଣ ପ୍ରକ୍ରିୟାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ହୋଟେଲ୍ ଶିଳ୍ପରେ କିଭଳି ପଦକ୍ଷେପ ନିଆଯିବା ଦରକାର ସେ ବିଷୟରେ ଏକ ଭର୍ଚୁଆଲ୍ ଲେକ‌ଚର ସିରିଜି୍‌ରେ ଆଲୋଚନା କରାଯାଇଛି।…

ଭୁବନେଶ୍ୱରରେ ଆଉ ୧୪୯ ପଜିଟିଭ ଚିହ୍ନଟ, ୧୪୫ ସୁସ୍ଥ

ଭୁବନେଶ୍ୱର: ବିପଦରେ ଭୁବନେଶ୍ୱର । ଦିନକୁ ଦିନ ଏଠି ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୧୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଅଛନ୍ତି । ଏହା ସହ ରାଜଧାନୀରେ ୧୪୫…

“ମୁଁ ବି ଷ୍ଟ୍ରଗଲ୍ କରିଛି” କରିନା କାପୁର ଖାନ୍ !

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ନେପୋଟିଜିମ୍‌କୁ ନେଇ ବଲିଉଡରେ ନିଆଁ ଲାଗିଥିଲା । ଏ ନେଇ କିଛି ଷ୍ଟାର୍ ସଫେଇ ରଖିଥିଲାବେଳେ ଅଧିକାଂଶ ଚୁପ୍ ରହିବାକୁ ପସନ୍ଦ କରିଥିଲେ । ତେବେ ଶେଷରେ ମୁହଁ ଖୋଲିଛନ୍ତି ପଟୌଦୀ ଖାନଦାନର ବୋହୁ କରିନା କାପୁର ଖାନ । ଏକ ଇଣ୍ଟରଭ୍ୟୁରେ ବେଶ…

ଆଇପିଏଲର ଆଗାମୀ ସଂସ୍କରଣରୁ ହଟିଲା ଭିଭୋ

ନୂଆଦିଲ୍ଲୀ:ଚୀନ କମ୍ପାନୀ ଭିଭୋ ଇଣ୍ଡିଆନ ପ୍ରିମିୟର ଲିଗର ଆଗାମୀ ସଂସ୍କରଣର ସ୍ପନଶର ହେବ ନାହିଁ । ଲଦାଖରେ ଭାରତ-ଚୀନ ସଂଘର୍ଷ ପରେ ଆଇପିଏଲରେ ଭିଭୋର ସାମିଲ ନେଇ ବିଭିନ୍ନ ମହଲରେ ସମାଲୋଚନା କରାଯାଇଥିଲା । ଚାରିଆଡୁ ଚାପ ପଡିବା ପରେ ଶେଷରେ ବିସିସିଆଇ ଭିଭୋକୁ ହଟାଇବାକୁ ପଡିଥିଲା । କିଛି…

ସବୁ ରେକର୍ଡ ଭାଙ୍ଗିଲା ଭାରତ, କରୋନାରୁ ଦିନକରେ ୪୪,୩୦୬ ସୁସ୍ଥ

ନୂଆଦିଲ୍ଲୀ: ଦେଶରେ କରୋନାର କୋପ ଜାରି ରହିଛି । ଦିନକୁ ଦିନ ବୃଦ୍ଧି ପାଉଛି ସଂକ୍ରମଣ ସଂଖ୍ୟା । ତେବେ ସେହି ଅନୁସାରେ ସୁସ୍ଥ ହାର ମଧ୍ୟ ବଢ଼ିବାରେ ଲାଗିଛି । ଗତ ୨୪ ଘଂଟାରେ ଭାରତରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦିନକରେ ୪୪ ହଜାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି…

ରୋନାଲଡୋ କିଣିଲେ ଦୁନିଆର ସବୁଠୁ ଦାମୀ କାର ‘ବୁଗାଟୀ ଲା ଭଏଚର ନୋଇରେ ‘

ପର୍ତ୍ତୁଗାଲର ପ୍ରସିଦ୍ଧ ଫୁଟବଲର୍ କ୍ରିଷ୍ଟିଆନୋ ରୋନାଲଡୋ ତାଙ୍କ ଗ୍ୟାରେଜରେ ଆଉ ଏକ ବିଳାସପୂର୍ଣ୍ଣ କାର ଯୋଡିଛନ୍ତି। ଏଥର ରୋନାଲଡୋ ଦୁନିଆର ସବୁଠୁ ଦାମୀ କାର 'ବୁଗାଟୀ ଲା ଭଏଚର ନୋଇରେ ' କିଣିଛନ୍ତି। ମୂଲ୍ୟ ଏତେ ଯେ ଏହି ଦାମ ରେ ୭୫୦ ଟି ହୁଣ୍ଡାଇ କ୍ରେଟା ଏସୟୁଭି କିଣି ପାରିବେ | ଯାହାର…

୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୦ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳରୁ ଅତି ପ୍ରବଳ…

ୟୁପିଏସ୍‌ସିରେ ସଫଳ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଜି ୨୦୧୯ର ୟୁପିଏସସି ରେଜଲ୍ଟ ପ୍ରକାଶ ପାଇଛି । ଟପ ୧୦ ଲିଷ୍ଟରେ ଥିବା ଓଡ଼ିଶାର ୨ଜଣ ଓ ସଫଳ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା ମଧ୍ୟ କରିଛନ୍ତି ନବୀନ । ଏହାସହ ଲୋକଙ୍କ ପାଇଁ…

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା: ମହାରାଷ୍ଟ୍ର ସରକାରଙ୍କୁ ତଦନ୍ତ ରିପୋର୍ଟ ମାଗିବ କେନ୍ଦ୍ର ସରକାର !

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ମହାରାଷ୍ଟ୍ର ଓ ବିହାର ରାଜ୍ୟ ସରକାର ମୁହାଁମୁହିଁ ହୋଇଛନ୍ତି । ତାଜା ରିପୋର୍ଟ ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୁଶାନ୍ତ କେସର ରିପୋର୍ଟ ମହାରାଷ୍ଟ୍ର ସରକାରକୁ ମାଗିପାରେ । ତେବେ ଏଥିନେଇ କୌଣସି ଔପଚାରିକ ଘୋଷଣା ହୋଇ ନାହିଁ । ବିହାର…

ଆଜିଠୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ ନୋଡାଲ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ ର ଶିକ୍ଷକଙ୍କୁ ଅନଲାଇନ ତାଲିମ ଦିଆଯାଇଛି । ପ୍ରଥମ ଦିନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ସଚିବ…