ହାଇକୋର୍ଟକୁ ଗଲା ରିଲାଏନ୍ସ ଜିଓ, ଜାଣନ୍ତୁ କାରଣ କ’ଣ…
ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ଆରଆଇଏଲ) ପକ୍ଷରୁ ତାହାର ସହଯୋଗୀ କମ୍ପାନୀ ରିଲାଏନ୍ସ ଜିଓ ଇନ୍ଫୋକମ୍ ଲିମିଟେଡ (ଆରଜେଆଇଏଲ) ଜରିଆରେ ପଞ୍ଜାବ ଓ ହରିଆଣା ହାଇକୋର୍ଟରେ ଏକ ମାମଲା ଦାଏର କରାଯାଇଛି।
ଏକ ପିଟିସନ ମାଧ୍ୟମରେ ସରକାରୀ କତ୍ତୃପକ୍ଷଙ୍କ ତୁରନ୍ତ ହସ୍ତକ୍ଷେପ ଦ୍ୱାରା…