Latest Odisha News

BREAKING NEWS

ରାଜ୍ୟରେ କମିଲା: ୨୪ଘଣ୍ଟାରେ ୧୮୩ କରୋନା ପଜିଟିଭ୍, ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କମୁଛି କରୋନା କାୟା । ପୁଣି ଥରେ ଦିନକରେ ଦୁଇ ଶହରୁ କମ୍ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଚାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୮୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୭ଟି । ୨୬ ଜିଲ୍ଲାରୁ ନୂଆ…

ପୁଣି ଥରେ କୃଷକମାନଙ୍କ ସମଥର୍ନରେ ମୁହଁ ଖୋଲିଲେ ଅଭିନେତା ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ବଲିଉଡ ଅଭିନେତା ଧର୍ମେନ୍ଦ୍ର କୃଷକଙ୍କ ସମର୍ଥନରେ ପୁଣି ଥରେ ମୁହଁ ଖୋଲିଛନ୍ତି। ସେ ସୋସିଆଲ ମିଡିଆରେ ପୋଷ୍ଟ କରି ଦେଶର ଚାଷୀଭାଇଙ୍କ ପାଇଁ ନ୍ୟାୟ ଦାବି କରିଛନ୍ତି। ସୋମବାର ଦିନ ଧର୍ମେନ୍ଦ୍ର ଟ୍ୱିଟରରେ କୃଷକଙ୍କ ଫଟୋ ସେୟାର କରି ଲେଖିଛନ୍ତି - ଆଜି ମୋର କୃଷକ ଭାଇମାନଙ୍କୁ…

କୁମ୍ଭୀର ଗଣନା ପାଇଁ ଆସନ୍ତା ୧୫ ତାରିଖରୁ ବନ୍ଦ ରହିବ ଭିତରକନିକା ପ୍ରାଣୀ ଉଦ୍ୟାନ

କେନ୍ଦ୍ରାପଡ଼ା: ଆସନ୍ତା ୧୫ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ପ୍ରାଣୀ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ଜାନୁଆରୀ ୨୩ ଯାଏ ୯ ଦିନ ବନ୍ଦ ରହିବ । ୨୨ଟି ଟିମ୍ କୁମ୍ଭୀର ଗଣନା କାର୍ଯ୍ୟରେ ନିୟୋଜିତ ହେବେ । ଏହି ସମୟରେ ଯେଭଳି କୌଣସି ପ୍ରକାର ଅସୁବିଧା ନହେବ ସେଥିପାଇଁ…

ଗାଙ୍ଗୁଲିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫୋନ୍ କରି ଗାଙ୍ଗୁଲିଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । ଗାଙ୍ଗୁଲି ଏବେ ସୁସ୍ଥ ଅନୁଭବ କରୁଥିବା…

ଭୟଙ୍କର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଅଭିନେତା ନିଶାନ୍ତ

ନୂଆଦିଲ୍ଲୀ: ଅଭିନେତା ନିଶାନ୍ତ ସିଂ ମଲଖାନି ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ମୁମ୍ବାଇରୁ ଜୈସଲମ‌େର ଯାଉଥିଲେ ଏବଂ ରାସ୍ତାରେ ତାଙ୍କର ଦୁର୍ଘଟଣା ଘଟିଥିଲା। ତେବେ ସୂଚନା ମୁତାବକ ନିଶାନ୍ତ ସୁରକ୍ଷିତ ଅଛନ୍ତି। ସେ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। କିନ୍ତୁ ତାଙ୍କ କାରର…

ମୁକ୍ତିଲାଭ କଲା ମ୍ୟୁଜିକାଲ ସର୍ଟ ମୁଭି ‘ଜାନିୟା’

ଭୁବନେଶ୍ୱର: ନୂଆବର୍ଷରେ ରିଲିଜ ହୋଇଛି ବ୍ୟୟବହୁଳ ମ୍ୟୁଜିକାଲ ସର୍ଟ ମୁଭି 'ଜାନିୟା' । ଏହାକୁ ଆନୁଷ୍ଠାନିକ ଭାବେ ରିଲିଜ କରିଛନ୍ତି ତରଙ୍ଗ ଚ୍ୟାନେଲର ମୁଖ୍ୟ ଶ୍ୟାମା ପ୍ରସାଦ ମିଶ୍ର । ଏହି ଅବସରରେ 'ଜାନିୟା'ର ସମସ୍ତ କଳାକାର ଓ ଟେକ୍ନିସିଆନ ପ୍ରମୁଖ ଉପସ୍ଥିତ ଥିଲେ । 'ଜାନିୟା'ର…

ଶପଥ ନେଲେ ଓଡ଼ିଶା ହାଇକୋର୍ଟଙ୍କ ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ନୂଆ ମୁଖ୍ୟ ବିଚାରପତି ହୋଇଛନ୍ତି ଜଷ୍ଟିସ ଏସ୍. ମୁରଲୀଧର । ଆଜି ସେ ଶପଥ ନେଇଛନ୍ତି । ରାଜଭବନରେ ଆୟୋଜିତ ହୋଇଥିଲା ସମାରୋହ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇଥିଲେ । ଜଷ୍ଟିସ୍ ଏସ୍ ମୁରଲୀଧର ହାଇକୋର୍ଟଙ୍କ ୩୨ତମ ମୁଖ୍ୟ ବିଚାରପତି…

ଦେଶରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୧୬, ୫୦୫ ପଜଟିଭ୍

ନୂଆଦିଲ୍ଲୀ: ଦେଶରେ ଖସୁଛି ଦୈନିକ କରୋନା ଟ୍ରେଣ୍ଟ । ଗତ ୨୪ ଘଣ୍ଟାରେ ୭ଲକ୍ଷ ୩୫ ହଜାର କୋଭିଡ୍ ଚେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୧୬ହଜାର ୫୦୫ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ନୂଆ ପଜିଟିଭ୍ ସଂଖ୍ୟା ୯ପ୍ରତିଶତ କମ୍ । ଏହାକୁ ମିଶାଇ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି୍…

ସିଡନୀ ଟେଷ୍ଟ ପୂର୍ବରୁ ଟିମ୍ ଇଣ୍ଡିଆ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍

ମେଲବର୍ଣ୍ଣ: ସିଡନୀ ଟେଷ୍ଟ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଭଲ ଖବର । ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି । ସମସ୍ତେ ଆରଟିପିସିଆର ଟେଷ୍ଟ କରାଇଥିଲେ । ଏନେଇ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଟିମ୍ ଇଣ୍ଡିଆ ମେଲବର୍ଣ୍ଣରୁ ସିଡନୀ…

ଓଡ଼ିଶାର ବିରଳ ଆଦିବାସୀ ଜନଜାତି ‘ଜୁଆଙ୍ଗ’ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାରେ ଦେଖାଯାଉଥିବା ୧୩ ପ୍ରକାର ଆଦିମ ଜନଜାତି ମଧ୍ୟରୁ ଜୁଆଙ୍ଗ ଅନ୍ୟତମ । ଜୁଆଙ୍ଗମାନଙ୍କର ଉତ୍ପତ୍ତି ଗୋନାସିକା ପର୍ବତ ପାଦଦେଶରେ ହୋଇଥିଲା । ସେମାନଙ୍କ ଭାଷାରେ ଜୁଅଙ୍ଗର ଅର୍ଥ ହେଉଛି ମଣିଷ । ସେମାନେ ନିଜକୁ ପତ୍ର-ଶବର ମଧ୍ୟ କହିଥାନ୍ତି । ସେମାନେ ପତ୍ର ପରିଧାନ…