ରାଜ୍ୟରେ ଗଡ଼ିଲା ଆଉ ୧୦ କରୋନା ଆକ୍ରାନ୍ତଙ୍କ ମୁଣ୍ଡ; ମୋଟ ସଂଖ୍ୟା ଛୁଇଁଲା ୧୯୩
ଭୁବନେଶ୍ୱର: କରୋନାରେ ପୁଣି ଯାଇଛି ୧୦ ଜୀବନ । ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରୁ ୪, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧୮୭କୁ ବୃଦ୍ଧି ପାଇଛି କରୋନା…